ନିୟମିତ ଖାଆନ୍ତୁ ପିଜୁଳି

ପିଜୁଳିରେ ପ୍ରଚୁର ପରିମାଣରେ ଭିଟାମିନ୍ସ ଓ ମିନେରାଲ୍ସ ଭରି ରହିଥାଏ। ଏହାକୁ ନିୟମିତ ବ୍ୟବଧାନରେ ସେବନ କରିବା ଦ୍ୱାରା ଆମ ଶରୀରକୁ ଅନେକ ଉପକାର ମିଳିଥାଏ। ଯେମିତି କି: ଏଥିରେ ଥିବା ପୋଟାସିୟମ୍‌ ଓ ମ୍ୟାଗ୍‌ନେସିୟମ୍‌ ଆମର ହୃତ୍‌ପିଣ୍ଡ ଏବଂ ମାଂସପେଶୀକୁ ମଜଭୁତ ରଖିବା ସହ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିଥାଏ। ସେହିପରି କୁହାଯାଏ, ଏହାକୁ ନିୟମିତ ସେବନ କରିବା ଦ୍ୱାରା ଥଣ୍ଡା, କାଶଜନିତ ସମସ୍ୟା ଖୁବ୍‌ କମ୍‌ ଦେଖାଯାଇଥାଏ। ଅନ୍ୟପକ୍ଷେ ଏଥିରେ ପ୍ରଚୁର ପରିମାଣରେ ଭିଟାମିନ୍‌ ଏ ଏବଂ ଭିଟାମିନ୍‌ କେ ଥିବାରୁ, ଏହାକୁ ଖାଇଲେ ଚୁଟି ମଜଭୁତ ହେବା ସହ ଆଖି ମଧ୍ୟ ସୁସ୍ଥ ରହିଥାଏ। ତା’ଛଡ଼ା ପିଜୁଳିରେ ବିଟାକାରୋଟିନ୍‌ ଥିବାରୁ ଏହା ଆମକୁ ଚର୍ମ ରୋଗରୁ ବି ମୁକ୍ତି ଦେଇଥାଏ। କୋଷ୍ଠ କାଠିନ୍ୟ ସମସ୍ୟା ପାଇଁ ବି ପିଜୁଳି ଖୁବ୍‌ ଉପକାରୀ। ନିୟମିତ ପିଜୁଳି ଖାଇବା ଦ୍ୱାରା କୋଷ୍ଠ କାଠିନ୍ୟ ସମସ୍ୟା ବି ଧୀରେ ଧୀରେ ଭଲ ହୋଇଯାଇଥାଏ। ସେହିପରି କୁହାଯାଏ ନିୟମିତ ପିଜୁଳି ଖାଇଲେ ପାଟି ଘା’ ହେବାର ଆଶଙ୍କା ଖୁବ୍‌ କମ୍‌ ରହିଥାଏ। ଏପରି କି ଏହା ଶରୀରରେ ଥିବା କୋଲେଷ୍ଟ୍ରୋଲ୍‌ ପରିମାଣକୁ ମଧ୍ୟ ନିୟନ୍ତ୍ରଣରେ ରଖିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍‌ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ରାଶି ଚକ୍ରରେ ଶୁକ୍ର ଚଳନ: ଆସନ୍ତା ୨୪ ଦିନ ଏହି ୫ ରାଶିର ବଢ଼ିବ ଧନ ଓ ଐଶ୍ୱର୍ଯ୍ୟ

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ସୁଖ-ସୁବିଧା, ପ୍ରେମ ଏବଂ ଅପାର ଧନର କାରକ ଗ୍ରହ ‘ଶୁକ୍ର’ ଶନିବାର ଅର୍ଥାତ୍ ୨୦ ଡିସେମ୍ବର ସକାଳ ୭ଟା ୩୧ ମିନିଟରେ...

୨୦୨୬ ଏହି ୬ଟି ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ସମୟ, ଫିଟିବ ବିବାହର ଯୋଗ!

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ବିବାହ କେବଳ ବୟସ କିମ୍ବା ଇଚ୍ଛା ଉପରେ ନୁହେଁ, ବରଂ ଗ୍ରହମାନଙ୍କର ଗୋଚର, ଶୁକ୍ର-ଗୁରୁଙ୍କ ସ୍ଥିତି ଏବଂ ଶନିଙ୍କ ପ୍ରଭାବ ଉପରେ...

ଆଜି ୨୦୨୫ର ଶେଷ ୨୦ ତାରିଖ, ପଡୁଛି ଅଶୁଭ ଯୋଗ; ରାତି ଭିତରେ ଘଟିଯିବ…

ଏହି ବର୍ଷର ଶେଷ ୨୦ ତାରିଖ, ଅର୍ଥାତ ୨୦ ଡିସେମ୍ୱର, ୨୦୨୫ ରେ ଏକ ଅତ୍ୟନ୍ତ ଅଶୁଭ ଯୋଗ ସୃଷ୍ଟି ହେଉଛି, ଯାହା ଯୋଗୁଁ ଲୋକମାନଙ୍କୁ...

୩୦ବର୍ଷ ପରେ ବିରଳ ନବପଞ୍ଚମ ମହାଯୋଗ, ଶିନଙ୍କ କୃପାରେ ନୂଆବର୍ଷରେ ଧନୀ ହେବେ ମକର ସହ ଏହି ୨ରାଶି

ନୂଆବର୍ଷ ୨୦୨୬ର ଆରମ୍ଭ ଜ୍ୟୋତିର୍ବିଦମାନଙ୍କ ପାଇଁ ବହୁତ ଖାସ୍ ହବାକୁ ଯାଉଛି । ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପଡୁଥିବା ବେଳେ ଏହାର ପରଦିନ...

ବର୍ଷ ଶେଷରେ ଶତ୍ରୁ ବନେଇବେ ବୃଷ-ମକର, ହେବ ଆର୍ଥିକ କ୍ଷତି! ନୂଆବର୍ଷବେଳକୁ କାଙ୍ଗାଳ ହୋଇଯିବେ ୪ରାଶି

ଗ୍ରହମାନଙ୍କର ରାଜକୁମାର ବୁଧ ଡିସେମ୍ୱର ୨୯ ତାରିଖରେ ଧନୁ ରାଶିରେ ପ୍ରବେଶ କରୁଛନ୍ତି। ବୁଧ ଜାନୁଆରୀ ୧୭, ୨୦୨୬ ପର୍ଯ୍ୟନ୍ତ ସେଠାରେ ରହିବ। ବୁଧଙ୍କ ଭ୍ରମଣ...

ରାତିରେ ଶୋଇବା ପୂର୍ବରୁ ଖାଆନ୍ତୁ ଛୋଟ ଅଳେଇଚ, ଶରୀରରେ ହେବ…

ଅଳେଇଚ ରୋଷେଇ ଘରେ ବ୍ୟବହୃତ ଏକ ବିଶେଷ ମସଲା। ଯାହା କେବଳ ଖାଦ୍ୟର ସ୍ୱାଦ ବୃଦ୍ଧି କରେ ନାହିଁ ବରଂ ଅନେକ ସ୍ୱାସ୍ଥ୍ୟ ଲାଭ ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri