‘ଗଣପତ’ ପାଇଁ ୟୁକେରେ ଶୁଟିଂ ଆରମ୍ଭ କଲେ ଟାଇଗର

ମୁମ୍ବାଇ: ଆକ୍ସନ ଷ୍ଟାର ଟାଇଗର ଶ୍ରଫ ତାଙ୍କ ଅଗାମୀ ମୁଭି ‘ଗଣପତ’ ପାଇଁ ୟୁକେରେ ଶୁଟିଂ ଆରମ୍ଭ କରିଛନ୍ତି । ଟାଇଗର ନିଜେ ଇନଷ୍ଟାଗ୍ରାମରେ ଏକ ଭଡିଓ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି । ଲାଗୁଛି ଏହି କ୍ଲିପଟି ଆଗାମୀ ଫିଲ୍ମରୁ ନିଆଯାଇଛି । ଯେଉଁଥିରେ ଅଭିନେତା କିଛି ହାଇ ଅକ୍‌ଟେନ ଆକ୍ସନ ଷ୍ଟଣ୍ଟ କରୁଥିବା ଦେଖାଯାଇଛି । ଭିଡିଓ ଶେୟାର କରି ଟାଇଗର ଲେଖିଛନ୍ତି ଭଗବାନ ଓ ଜନତା ଏଇ ଦୁହିଁଙ୍କ ଆଶୀର୍ବାଦ ନେଇ ଆରମ୍ଭ କରିବାକୁ ଯାଉଛି ହାସଟ୍ୟାଗ ଗଣପତ କା ୟୁକେ ସିଡ୍ୟୁଲ । କ୍ରିସମାସ ରିଲିଜ ଭାବେ ଫିଲ୍ମକୁ ଲକ୍ କରାଯାଇଥିବା ବେଳେ ଏହା ୨୩ ଡିସେମ୍ବର ୨୦୨୨ରେ ରିଲିଜ୍ କରାଯିବ । ଏଥିରେ କ୍ରିତି ସାନନଙ୍କୁ ବି ଦେଖିବାକୁ ମିଳିବ । ଏହାର ନିର୍ଦ୍ଦେଶକ ବାସୁ ଭଗନାନୀ ଥିବା ବେଳେ ନିର୍ମାତା ରହିଛନ୍ତି ବିକାଶ ବେହେଲ, ଦୀପଶିଖା ଦେଶମୁଖ, ଜ୍ୟାକି ଭଗନନୀ । ବାସୁ ଭଗନାନୀ ଓ ପୂଜା ଏଣ୍ଟରଟେନମେଣ୍ଟ ଗୁଡ କମ୍ପାନୀ ସହ ମିଶି ‘ଗଣପତ’ ନିର୍ମାଣ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri