ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୬୧କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ଦୁଇ ଜଣ ରହିଥିବା ବେଳେ ପୁରୀ ଓ ଗଞ୍ଜାମରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବିଜେଡି ପ୍ରତିଷ୍ଠା ଦିବସରେ ବଡ଼ ଘୋଷଣା କଲେ ନବୀନ ପଟ୍ଟନାୟକ: ଆଗକୁ ଦଳ…

ଭୁବନେଶ୍ବର,୨୬।୧୨: ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ...

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri