Posted inଜାତୀୟ

ଆଣ୍ଡାମାନରେ ଭୂକମ୍ପ

ପୋର୍ଟବ୍ଲେୟାର,୮।୧୧: ଆଣ୍ଡାମାନ-ନିକୋବର ଦ୍ବୀପପୁଞ୍ଜରେ ସୋମବାର ଭୂକମ୍ପ ଅନୁଭୂତ ହୋଇଛି। ଏ ନେଇ ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ସୂଚନା ମିଳିଛି। ଦ୍ବୀପପୁଞ୍ଜର ଦକ୍ଷିଣ ପୂର୍ବ ପୋର୍ଟବ୍ଲେୟାରରେ ଏହି ଭୂକମ୍ପ ହୋଇଛି । ଏହାର ତୀବ୍ରତା ୪.୩ ମ୍ୟାଗ୍ନିଚ୍ୟୁଟ ହୋଇଥିବା ରେକର୍ଡ କରାଯାଇଛି।

ସକାଳ ୫ଟା ୨୮ ମିନିଟ୍‌ରେ ଭୂକମ୍ପ ଅନୁଭୂତ ହୋଇଥିବାବେଳେ ଏହାର ଅକ୍ଷାଂଶ ୯.୯୮ ଓ ଦ୍ରାଘିମା ୯୩.୮୨ ରହିଛି । ଏହାର ଗଭୀରତା ୧୬ କିଲୋମିଟର ରହିଥିବା ସୂଚନା ମିଳିଛି। ଏଥିରେ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ। ଏହା ପୂର୍ବରୁ ମଧ୍ୟ ଆଣ୍ଡାମାନ ଏବଂ ନିକୋବରରେ ୪.୫ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri