ସାଇବର ଠକେଇ ଜାଲରେ ଓକାକ୍‌ର ମୁଖ୍ୟ

ଭୁବନେଶ୍ବର,୧୧।୧୧(ବ୍ୟୁରୋ): ସାଇବର ଠକେଇ ଜାଲରେ ଓକାକ୍‌ର ମୁଖ୍ୟ ମନୋଜ କୁମାର ପଟ୍ଟନାୟକ। ଓଡିଶା କମ୍ପୁଟର ଆପ୍ଲିକେଶନ ସେଣ୍ଟର (ଓକାକ) ମୁଖ୍ୟଙ୍କ ହ୍ବାଟ୍ସଆପ ନମ୍ବର ହ୍ୟାକ କରି ଲକ୍ଷାଧିକ ଟଙ୍କାର ଠକେଇ ହୋଇଥିବା ଅଭିଯୋଗ ହୋଇଛି।

ହ୍ବାଟ୍ସଆପ ହ୍ୟାକ କରିବା ପରେ ତାଙ୍କ ସମ୍ପର୍କୀୟଙ୍କୁ ଜରୁରୀ ଅଛି କହି ୭ ଲକ୍ଷ ଟଙ୍କା ଠକି ନେଇଥିବା ସହିଦନଗର ଥାନାରେ ଅଭିଯୋଗ ହୋଇଛି । ତାଙ୍କ ସମ୍ପର୍କୀୟ ଠକେଇର ଶିକାର ହୋଇଥିବା ଅଭିଯୋଗ କରିବା ପରେ ସଚିବ ପୋଲିସକୁ ଏ ସମ୍ପର୍କରେ ଜଣାଇଛନ୍ତି। ମନୋଜଙ୍କ ନାଁରେ ସମ୍ପର୍କୀୟଙ୍କ ଠାରୁ ୟୁପିଆଇ ପେମେଣ୍ଟ ଜରିଆରେ ୭ ଲକ୍ଷ ଟଙ୍କା ଠକେଇ ହୋଇଛି । ସଚିବ ନିଜ ସମ୍ପର୍କୀୟଙ୍କ ସହ କଥାବର୍ତ୍ତା ହେବା ପରେ ଏହି ଠକେଇ କଥା ଜାଣିବାକୁ ପାଇଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ରେକ୍ ଫେଲ୍ ଯୋଗୁଁ ମର୍ମନ୍ତୁଦ ଦୁର୍ଘଟଣା, ୨ ଡ୍ରାଇଭରଙ୍କ ମୃତ୍ୟୁ

ସୁନ୍ଦରଗଡ଼: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri