ଓଡ଼ିଶା ବନ୍ଦ ପାଇଁ କଂଗ୍ରେସର ପ୍ରସ୍ତୁତି

କେନ୍ଦୁଝର,୧୧ା୧୧(ସ୍ବ.ପ୍ର.): ଆସନ୍ତାକାଲି ରାଜ୍ୟ କଂଗ୍ରେସ ଡାକରା ପରେ ଛଅ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାକୁ ନେଇ ଜିଲା କଂଗ୍ରେସ ପକ୍ଷରୁ ସଭାପତି ବିପ୍ଲବ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଛି। ମମିତା ମେହେର ହତ୍ୟାକାଣ୍ଡ ସଂକ୍ରାନ୍ତରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଇସ୍ତଫା ଦାବିରେ ଏହି ଆନ୍ଦୋଳନ ହେଉଥିବା କହିଛନ୍ତି। ଆନ୍ଦୋଳନକୁ ସମର୍ଥନ କରିବାକୁ ନିବେଦନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସଭାନେତ୍ରୀ ସଙ୍ଗୀତା ସିଂ, ଆଲୋକ ମିଶ୍ର, ସଂଗ୍ରାମ ଦାସ, ସୁନେଶ ଧିର, ଶୁଭମ ରାଜ୍‌ ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri