ବର୍ଷାରେ ବେହାଲ ଗଞ୍ଜାମ ସହର

ଗଞ୍ଜାମ,୧୨।୧୧(ଡି.ଏନ୍‌.ଏ.): ଲଗାଣ ବର୍ଷାରେ ଗଞ୍ଜାମ ସହର ବେହାଲ ହୋଇ ପଡିଛି । ଏହି ବର୍ଷା ଜଳ ନିଷ୍କାସନ ହୋଇ ନ ପାରି ସହରର ବିଭିନ୍ନ ସ୍ଥାନରେ କୃତ୍ରିମ ବନ୍ୟା ସୃଷ୍ଟି ହୋଇଛି । ପୁଇଁତୋଳା, ୱାର୍ଡ ତିନି ନୂଆ ସାହି, ବଡ଼ ବଜାର ବିଦେଶୀ
ମଦ ଦୋକାନ ସମ୍ମୁଖରେ ବର୍ଷାଜଳ ଜମି ରହିଛି । ସହରରେ ଡ୍ରେନେଜ ବ୍ୟବସ୍ଥା ଠିକ୍‌ ନ ଥିବା ରୁ ଏଭଳି ଅବସ୍ଥା ସୃଷ୍ଟି ହୋଇଥିବା ବୁଦ୍ଧିଜୀବୀମାନେ ମତ ପ୍ରକାଶ କରିଛନ୍ତି । ଆହୁରି ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେବା ପରେ ସହରବାସୀ ଆତଙ୍କିତ ହୋଇପଡିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ ହେବେ କିଏ: ଜୟଶଙ୍କର କହିଲେ ଏମିତି କଥା…

ସମ୍ବଲପୁର, ୬ା୫(ଭବାନୀ ଶଙ୍କର ଭୋଇ):ଭାଷା ସାହିତ୍ୟ, ସଂସ୍କୃତି, ଇତିହାସ ସହ ଓଡ଼ିଆ ଅସ୍ମିତାକୁ ନେଇ ଓଡ଼ିଶାର ପରିଚୟ। ପ୍ରାକୃତିକ ସମ୍ବଳରେ ଭରା ଏକ ସମୃଦ୍ଧ ରାଜ୍ୟରେ...

ନିର୍ବାଚନ ପରେ ବିରୋଧୀଙ୍କ ଦେଖାପାଇବେନି

ସୋନପୁର/ବିନିକା/ଉଲୁଣ୍ଡା/ଅମରପାଲି,୬।୫(ମୃତ୍ୟୁଞ୍ଜୟ ତପଥୀ/ରାମଗୋପାଳ ବାଘ/ଉରୁକ୍ରମ ପାଣ୍ଡିଆ/ପୀତାମ୍ବର ସାହୁ):ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ରବିବାର ସୁବର୍ଣ୍ଣପୁର ଜିଲା ସୋନପୁର ନିର୍ବାଚନମଣ୍ଡଳୀର ସିଆଲି ଓ ବୀରମହାରାଜପୁର ନିର୍ବାଚନମଣ୍ଡଳୀର କଇରାଝୁଲିରେ ନିର୍ବାଚନୀ...

ଲୋଇସିଂହା ବିଧାନସଭା ଆସନ: ୭ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର କାଏମ

ଲୋଇସିଂହା,୫।୫(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ବିଧାୟକ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ସରିଛି। ଯାଞ୍ଚ ପ୍ରକ୍ରିୟା ପରେ ୭ଜଣ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର...

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଘରୁ ମତଦାନ ପ୍ରକ୍ରିୟା ଆରମ୍ଭ

କୋରାପୁଟ,୫।୫(ଅମିତାଭ ବେହେରା): ମେ’ ୧୩ ତାରିଖରେ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏନେଇ ରବିବାର ଆରମ୍ଭ ହୋଇଯାଇଛି ହୋମ୍‌ ଭୋଟିଂ ପ୍ରକ୍ରିୟା। ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ...

ପାହାଡ଼ରୁ ଖସିଲା ପଥର: ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ,୫ା୫(ଅମିତାଭ ବେହେରା ): ଆନ୍ଧ୍ରର ଶିବଲିଙ୍ଗପୁରମ ନିକଟସ୍ଥ ରେଳ ଧାରଣାରେ ପାହାଡ଼ରୁ ପଥର ଖସି ରବିବାର ଭୋର ସମୟରେ ଏକ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ...

କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ...

ସଞ୍ଜୟଙ୍କୁ ସମ୍ବଲପୁର ବିଧାନସଭା ନିର୍ବାଚନ ଇନ୍‌ଚାର୍ଜ କଲା ବିଜେଡି

ସମ୍ବଲପୁର,୫ା୫(ପ୍ରମୋଦ ବହିଦାର): ଚଳିତ ନିର୍ବାଚନ ପାଇଁ ବିଜେଡିର ନିର୍ବାଚନ ସଂଯୋଜକ ଓ ନିର୍ବାଚନ ଇନ୍‌ଚାର୍ଜ ନିଯୁକ୍ତ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ...

ସ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ବାମୀ

କେସିଙ୍ଗା,୫।୫(ତୁମେଶ୍ୱର ସାହୁ): ନର୍ଲା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀନି ମନୋରମା ମହାନ୍ତିଙ୍କ ପାଇଁ ନର୍ଲା ବ୍ଳକ ଉପାଧ୍ୟକ୍ଷ ସ୍ବାମୀ ମୁନା ମହାନ୍ତି ପ୍ରଚାର ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri