ଭୁଲ୍‌ ମାନି ବାପାଙ୍କୁ ଘରକୁ ନେଲେ ପୁଅ

ପାଣିକୋଇଲି,୧୪ା୧୧(ଡି.ଏନ.ଏ.): ପାଣିକୋଇଲି ପଞ୍ଚାୟତ ବଣିଆଗାଡ଼ିଆ (ଖଜିରିପୁର) ଗ୍ରାମର ବୃଦ୍ଧ ପୂର୍ଣ୍ଣଚନ୍ଦ୍ର ବିଶ୍ୱାଳଙ୍କୁ ତାଙ୍କ ଦୁଇ ପୁଅ ନ ପଚାରିବାରୁ ସେ ସ୍ଥାନୀୟ ବିଦ୍ୟାଳୟ ବାରଣ୍ଡାରେ ଆଶ୍ରୟ ନେଇଥିଲେ। ବରିଷ୍ଠ ନାଗରିକ ମଞ୍ଚ ସଭ୍ୟଙ୍କ ଉଦ୍ୟମ କ୍ରମେ ବିଶ୍ୱାଳଙ୍କୁ ତାଙ୍କ ପରିବାରବର୍ଗ ଶନିବାର ଘରକୁ ନେଇଛନ୍ତି। ମଞ୍ଚ ସଭାପତି ନୃସିଂହ ଚରଣ ଦଳାଇ, ସମ୍ପାଦକ ସୁରେନ୍ଦ୍ର ରାୟ ପ୍ରମୁଖଙ୍କ ଉପସ୍ଥିତିରେ ଉକ୍ତ ବିଦ୍ୟାଳୟ ବାରଣ୍ଡାରେ ଦୁଇ ପୁଅ ଓ ବୋହୂଙ୍କୁ ଡାକି ନିଜର ଦାୟିତ୍ୱ ଓ କର୍ତ୍ତବ୍ୟ ତଥା ଆଇନଗତ ବ୍ୟବସ୍ଥା ବିଷୟରେ ଅବଗତ କରାଇଥିଲେ। ପରେ ଦୁଇ ପୁଅ ଅକ୍ଷୟ ଓ ଅଜୟ ନିଜର ଭୁଲ ସ୍ବୀକାର କରିବା ସହିତ ବାପାଙ୍କୁ ସାଙ୍ଗରେ ଘରକୁ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri