Posted inଖେଳ

ଟସ୍‌ ଜିତିଲା ଅଷ୍ଟ୍ରେଲିଆ; ଲଢ଼ିବା ପାଇଁ ନ୍ୟୁଜିଲାଣ୍ଡକୁ ଅତିକମ୍‌ରେ ୧୮୦ ରନ୍‌ ଦରକାର

ଦୁବାଇ,୧୪।୧୧: ଚଳିତ ଟି୨୦ ବିଶ୍ୱକପ୍‌ ଫାଇନାଲରେ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ। ପିଚ୍‌ରେ ଟାର୍ଗେଟର ପିଛା କରିବା ସହଜ ଓ କାକର ସମ୍ଭାବନାକୁ ଦୃଷ୍ଟିରେ ରଖି ଫିଞ୍ଚ ଏଭଳି ନିଷ୍ପତ୍ତି ନେଇଛନ୍ତି। ଏଭଳି ପରିସ୍ଥିତିରେ ମ୍ୟାଚ୍‌ ଜିତିବା ପାଇଁ ନ୍ୟୁଜିଲାଣ୍ଡକୁ ଅତିକମ୍‌ରେ ୧୮୦ ରନ୍‌ କରିବାକୁ ପଡ଼ିବ। ଅଷ୍ଟ୍ରେଲିଆ ବିନା ପରିବର୍ତ୍ତନରେ ଓହ୍ଲାଇଥିବା ବେଳେ ନ୍ୟୁଜିଲାଣ୍ଡ ଦଳରେ ଗୋଟିଏ ପରିବର୍ତ୍ତନ ହୋଇଛି। ଆହତ ସମସ୍ୟା କାରଣରୁ ବାଦ୍‌ ପଡ଼ିଥିବା ଉଇକେଟକିପର ବ୍ୟାଟର ଡେଭନ କନଓ୍ବେ। ତାଙ୍କ ବଦଳରେ ଟିମ୍‌ ସାଇଫର୍ଟଙ୍କୁ ଦଳରେ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri