Posted inଖେଳ

ଆଇସିସି ନିଷ୍ପତ୍ତିକୁ ଅନ୍ୟାୟ କହିଲେ

ଦୁବାଇ,୧୫।୧୧: ଟି୨୦ ବିଶ୍ୱକପ୍‌ର ୭ମ ସଂସ୍କରଣରେ ଚାମ୍ପିୟନ ଅଷ୍ଟ୍ରେଲିଆ ଦଳର ଓପନର ଡେଭିଡ୍‌ ଓ୍ବାର୍ନରଙ୍କୁ ପ୍ଲେୟାର ଅଫ୍‌ ଦି ଟୁର୍ନାମେଣ୍ଟ ପୁରସ୍କାର ଦିଆଯାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)ର ଏହି ନିଷ୍ପତ୍ତିରେ ଅସନ୍ତୋଷ ପ୍ରକଟ କରିଛନ୍ତି ପୂର୍ବତନ ପାକିସ୍ତାନ ପେସର ଶୋଏବ ଅଖତର। ତାଙ୍କ ମତରେ ଟୁର୍ନାମେଣ୍ଟରେ ସର୍ବାଧିକ ରନ୍‌ ସଂଗ୍ରହ କରିଥିବା ପାକିସ୍ତାନ ଅଧିନାୟକ ବାବର ଆଜାମ ଏହି ପୁରସ୍କାର ପାଇଁ ପ୍ରକୃତ ହକଦର। ଅଖତର ଟୁଇଟ୍‌ କରି ଲେଖିଛନ୍ତି, ବାବରଙ୍କୁ ମ୍ୟାନ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ପୁରସ୍କାର ମିଳିବା କଥା। ନିଶ୍ଚିତ ଭାବେ ଏହା ଅନ୍ୟାୟ।

ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ବିପକ୍ଷ ହାଇ ପ୍ରେସର ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ପାଇଁ ମ୍ୟାଚ୍‌ ଓ୍ବିନିଂ ପାଳି ଖେଳିଥିବା ଓ୍ବାର୍ନର ୭ ମ୍ୟାଚ୍‌ରେ ୪୮.୧୬ ହାରରେ ଓ ୧୪୦ ଷ୍ଟ୍ରାଇକ୍‌ ରେଟ୍‌ରେ ୨୮୯ ରନ୍‌ କରିଥିଲେ। କିନ୍ତୁ ବାବର ଓ୍ବାର୍ନରଙ୍କ ଠାରୁ ଗୋଟିଏ କମ୍‌ ମ୍ୟାଚ୍‌ ଖେଳି ୩୦୩ ରନ୍‌ କରିଥିଲେ। ତାହା ପୁଣି ୬୦.୬୦ ହାରରେ।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି।...

ଟି-୨୦ ବିଶ୍ୱକପ ପୂର୍ବରୁ ସନ୍ୟାସ ନେଇ ଚମକାଇଲେ ଏହି ଖେଳାଳି, ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ଦଳ ଡିସେମ୍ବର ୨୦ ତାରିଖରେ ଘୋଷଣା କରାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା...

ଅତିଷ୍ଠ ହେଉଛି ସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ବ୍ୟକ୍ତି

ଦିଗପହଣ୍ଡି,୨୨।୧୨: ଦୀର୍ଘ ଏକ ବର୍ଷରୁ ଅଧିକ ସମୟ ଧରି ସାମାଜିକ ବାସନ୍ଦର ଶିକାର ହୋଇ ଶେଷରେ ଜିଲା ପ୍ରଶାସନ ନିକଟରେ ଗୁହାରି କରିଛନ୍ତି ଜଣେ ବ୍ୟକ୍ତି।...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

ନୂଆ ବର୍ଷ ପୂର୍ବରୁ EPFO ଜାରି କଲା ନୂଆ ଗାଇଡଲାଇନ୍‌, ଜାଣିରଖନ୍ତୁ…

ନୂଆଦିଲ୍ଲୀ,୨୨।୧୨: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) କର୍ମଚାରୀ ପେନସନ ଯୋଜନା (EPS) ସହିତ ଜଡିତ ଭୁଲ କିମ୍ବା ଅସମ୍ପୂର୍ଣ୍ଣ ଯୋଗଦାନର ମାମଲାଗୁଡ଼ିକର ସମାଧାନ ପାଇଁ...

ମହିଳା କର୍ମଚାରୀଙ୍କୁ ଅଶ୍ଳିଳ ବ୍ୟବହାର: କଲେଜ ସଂପାଦକ ଗିରଫ

ବଲାଙ୍ଗିର,୨୨।୧୨: ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ବ୍ୟବହାର ଓ ଧମକଚମକ ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ସମ୍ପାଦକଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଜଣକ...

ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri