ମୁମ୍ବାଇ,୧୫।୧୧: ମୁମ୍ବାଇର କାଞ୍ଜୁରମାର୍ଗସ୍ଥିତ ସାମସଙ୍ଗ ସର୍ଭିସ ସେଣ୍ଟରରେ ସୋମବାର ସନ୍ଧ୍ୟାରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ତେବେ ଏ ପର୍ଯ୍ୟନ୍ତ କୌଣସି ମୃତାହତ ରିପୋର୍ଟ ଆସି ନାହିଁ। ନିଆଁ ଲିଭାଇବା କାର୍ଯ୍ୟରେ ଏବେ ୮ ଦମକଳ ଗାଡ଼ି ମୁତୟନ କରାଯାଇଛି। ନିଆଁ ଲାଗିବାର କାରଣ ଜଣାପଡ଼ିନାହିଁ।

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...
ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...
କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...
ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...
ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...
ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...
ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...
ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...