୧୩୦ଟି ସ୍ମାର୍ଟ ସ୍କୁଲକୁ ଲୋକାର୍ପିିତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୬।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୫ ଜିଲାରେ ୧୩୦ଟି ରୂପାନ୍ତରିତ ହାଇସ୍କୁଲକୁ ଲୋକାର୍ପିତ କରିବେ। ୫ଟି ସ୍କୁଲ ଟ୍ରାନ୍ସଫରମେଶନ କାର୍ଯ୍ୟକ୍ରମରେ ୩୦ ଜିଲାରେ ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଚାଲିଛି।
ଆଜି ଲୋକାର୍ପିତ ହେବାକୁ ଥିବା ସ୍କୁଲଗୁଡିକ ମଧ୍ୟରେ ନୂଆପଡାର ୭ଟି ହାଇସ୍କୁଲ, ସମ୍ବଲପୁରର ୨୭ଟି ସ୍କୁଲ, ଗଞ୍ଜାମର ୮୩ଟି, ରାୟଗଡାରେ ୭ଟି ଥିବା ବେଳେ ନୟାଗଡରେ ୮ଟି ହାଇସ୍କୁଲ ରହିଛି । ଭର୍ଚୁଆଲ ଯୋଗେ ବିଦ୍ୟାଳୟଗୁଡିକ ଲୋକାର୍ପଣ ହେବାକୁ ଥିବା ବେଳେ ଜିଲା ସ୍ତରରେ ଏନେଇ ବିଶେଷ ଆୟୋଜନ କରାଯାଇଛି ।
ନଭେମ୍ବର ୧୪ ତାରିଖରେ ବୌଦ୍ଧ ଜିଲାର ୧୦ ହାଇସ୍କୁଲ, ସୋନପୁରର ୧୧ ହାଇସ୍କୁଲ, ଭଦ୍ରକର ୧୭ ହାଇସ୍କୁଲ ଓ କେନ୍ଦୁଝରର ୧୦୦ ହାଇସ୍କୁଲ ଓ ନଭେମ୍ବର ୧୧ ତାରିଖରେ ୫ଟି ଜିଲାର ୧୪୨ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri