ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୨୦୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୧୨୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪୫ହଜାର ୮୬୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୨୦ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ୨, ବାଲେଶ୍ୱରରୁ ୩, ଭଦ୍ରକରୁ ୩, ବୌଦ୍ଧରୁ ୨, କଟକରୁ ୧୫, ଢେଙ୍କାନାଳରୁ ୧, ଗଞ୍ଜାମ ୩, ଜଗତ୍‌ସିଂହପୁରରୁ ୪, ଯାଜପୁରରୁ ୧୨, ଝାରସୁଗୁଡ଼ାରୁ ୩, କେନ୍ଦ୍ରାପଡ଼ାରୁ ୨ଆକ୍ରାନ୍ତ ଅଛନ୍ତି। ସେହିପରି ସମ୍ବଲପୁରରୁ ୩, ଓ ସୁନ୍ଦରଗଡ଼ରୁ ୫ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୨୭ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

ବାଜିଲା ବାଂଲାଦେଶ ନିର୍ବାଚନ ବିଗୁଲ, ଲଢ଼ିପାରିବନି ଶେଖ ହସିନାଙ୍କ ପାର୍ଟି

ନୂଆଦିଲ୍ଲୀ,୧୧ା୧୨: ବାଂଲାଦେଶର ତ୍ରୟୋଦଶ ସଂସଦୀୟ ନିର୍ବାଚନ  ଆସନ୍ତା ଫେବୃଆରୀ 12 ତାରିଖରେ ଅନୁଷ୍ଠିତ ହେବ । ବାଂଲାଦେଶର ମୁଖ୍ୟ ନିର୍ବାଚନ କମିଶନର ଏଏମଏମ ନାସିର ଉଦ୍ଦିନ...

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri