ଜିମ୍‌ ଯିବା ପୂର୍ବରୁ କରୁଛନ୍ତି କି ଏପରି

ବର୍ତ୍ତମାନ ସମୟରେ ଯୁବପିଢ଼ି ଫିଟ୍‌ ରହିବା ପାଇଁ ଜିମ୍‌ ଯାଉଛନ୍ତି। ଏ ନେଇ ସେମାନେ ଖାଦ୍ୟପେୟ ଉପରେ ଅଧିକ ଧ୍ୟାନ ଦେଉଛନ୍ତି। ଜିମ୍‌ ଯିବା ପୂର୍ବରୁ ଅନେକେ ସ୍ବାସ୍ଥ୍ୟପକ୍ଷେ ହିତକର ଭାବି ଜୁସ୍‌ ପିଇଥାନ୍ତି। ମାତ୍ର ଏପରି କିଛି ପାନୀୟ ରହିଛି, ଯାହାକୁ ଜିମ୍‌ ଯିବା ପୂର୍ବରୁ ନ ପିଇବା ଭଲ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ପରାମର୍ଶ ଦିଅନ୍ତି।

– ଚା’ କିମ୍ବା କଫି ପିଇ ଜିମ୍‌ ଯିବା ଅନୁଚିତ। କାରଣ ଏପରି କଲେ ଶରୀରରେ ରକ୍ତପ୍ରବାହ ଧୀର ହୋଇଯାଏ।

– ଆଲ୍‌କହଲ୍‌ ଭଳି ଅମ୍ଳଯୁକ୍ତ ପାନୀୟ ମଧ୍ୟ ଶରୀରରେ ଅନେକ କୁପ୍ରଭାବ ପକାଇଥାଏ। ଏଥିରେ ସୁଗାର ମାତ୍ରା ଭରପୂର ରହିଥାଏ। ଜିମ୍‌ ଯିବା ପୂର୍ବରୁ ଏହାକୁ ପିଇଲେ ଗ୍ୟାସ, ପେଟ ଫୁଲିବା, ହଜମ ନ ହେବା ଭଳି ସମସ୍ୟା ଦେଖାଦିଏ।

– ଜିମ୍‌ ପୂର୍ବରୁ ଫଳ ଖାଇବା ଉଚିତ ହୋଇଥିବା ବେଳେ ଏହାର ଜୁସ୍‌ କ୍ଷତିକାରକ ହୋଇଥାଏ। ଏଥିରେ ସୁଗାର ଥିବାରୁ ସମସ୍ୟା ସୃଷ୍ଟି କରିଥାଏ।

– ଆଲ୍‌କହଲ୍‌ ପିଇବା ଫଳରେ ଶରୀରରୁ ଶକ୍ତି କମିଯାଏ।

– କ୍ଷୀର ସହ ଜଡ଼ିତ ପାନୀୟକୁ ଜିମ୍‌ ପୂର୍ବରୁ ପିଇଲେ ପାଚନତନ୍ତ୍ରରେ ସମସ୍ୟା ଦେଖାଯାଇଥାଏ। ତେଣୁ ଏସବୁ ପାନୀୟଠାରୁ ଦୂରେଇ ରୁହନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଖରାଦିନେ ତ୍ୱଚାର ଯତ୍ନ ନେବେ କିପରି: ଏହି ଟିପ୍ସ ଆପଣାନ୍ତୁ

ପ୍ରବଳ ଖରା ତ୍ୱଚା ଲାଗି କ୍ଷତିକାରକ। ଗ୍ରୀଷ୍ମଋତୁରେ ଏହାକୁ କିପରି ମୁଲାୟମ ତଥା ଆକର୍ଷଣୀୟ ରଖିବେ ସେ ନେଇ କେତୋଟି ଟିପ୍ସ… ଖରା ଏବଂ ପ୍ରଦୂଷଣ...

ଗ୍ରୀଷ୍ମରେ କେମିତି ରହିବେ ଫିଟ୍‌: ଆପଣାନ୍ତୁ ଏହି ଫିଟ୍‌

”ଗ୍ରୀଷ୍ମଋତୁରେ ସବୁବେଳେ ଶରୀରରେ ଜଳୀୟ ଅଂଶକୁ ସନ୍ତୁଳିତ ରଖୁଥିବା ଖାଦ୍ୟ ଖାଆନ୍ତୁ। ବିଶେଷଭାବରେ ସବୁଜ ପନିପରିବାରେ ପ୍ରସ୍ତୁତ ଖାଦ୍ୟ, ତଟକା ଫଳମୂଳ ଖାଆନ୍ତୁ। କାରଣ ଏଗୁଡ଼ିକରେ...

ମହାକାଶରେ ଶିବ-ଶକ୍ତି

ଭାରତୀୟ ଧର୍ମ ସଂସ୍କୃତିରେ ଶିବ ହେଲେ ମଙ୍ଗଳମୟ ଦେବାଧିଦେବ ମହାଦେବ ଏବଂ ଶକ୍ତି ସୂଚିତ କରେ ତାଙ୍କ ସଙ୍ଗିନୀ ତଥା ଶକ୍ତିର ପ୍ରତୀକ ଶକ୍ତିସ୍ବରୂପିଣୀ ମା’...

ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଓ ସତର୍କତା

ବର୍ତ୍ତମାନ ସମଗ୍ର ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହାର ପ୍ରଭାବ ଜନଜୀବନ ଉପରେ କିପରି ପଡିଛି ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ତେଣୁ...

ବିପଦରେ ଫସିଛନ୍ତି କି? ଚାଣକ୍ୟଙ୍କ ଏହି ୫ କଥା ମାନିଲେ ଦୂର ହେବ ସମସ୍ତ ସଙ୍କଟ, ଜିତି ଯିବେ ପ୍ରତିଟି ବାଜି…

ଆଚାର୍ଯ୍ୟ ଚାଣକ୍ୟଙ୍କ ରଚିତ ‘ଚାଣକ୍ୟ ନୀତି’ରେ ମନୁଷ୍ୟ ଜୀବନକୁ ସଫଳ କରିବାକୁ ନେଇ ଅନେକ ନୀତି ବିଷୟରେ ଉଲ୍ଲେଖ ରହିଛି। ଏହାକୁ ସଠିକ୍‌ ଭାବେ ପାଳନ...

ଅତ୍ୟନ୍ତ ଶୁଭ ଜେଡ୍‌ ପ୍ଲାଣ୍ଟ: ଘରେ ଲଗାଇଲେ ବଢ଼େ ସୁଖସମୃଦ୍ଧି

ଜେଡ୍‌ ପ୍ଲାଣ୍ଟ ହେଉଛି ଏକପ୍ରକାର ଇଣ୍ଡୋର ପ୍ଲାଣ୍ଟ। ବାସ୍ତୁଶାସ୍ତ୍ର ଅନୁଯାୟୀ, ଏହି ପ୍ଲାଣ୍ଟକୁ ଲକି ପ୍ଳାଣ୍ଟ ତଥା ଫ୍ରେଣ୍ଡସିପ୍‌ ପ୍ଲାଣ୍ଟ ବି କୁହାଯାଇଥାଏ। କାରଣ ଏହି...

ଘରେ ଲଗାଇବେ ନାହିଁ କେଉଁ ଫଟୋ? ଦୁର୍ଭାଗ୍ୟକୁ ଡାକି ଆଣିବ…

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଅନେକେ କାନ୍ଥରେ ସୁନ୍ଦର ଫଟୋମାନ ଲଗାଇଥାନ୍ତି। କିନ୍ତୁ ଏହି ଫଟୋ ଲଗାଇବାକୁ ନେଇ ମଧ୍ୟ ବାସ୍ତୁଶାସ୍ତ୍ରରେ କିଛିଟା ନିୟମ ରହିଛି।...

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri