Posted inଖେଳ

କୋହଲିଙ୍କ ଉପରେ ମୁହଁ ଖୋଲିଲେ ନୂଆ ଅଧିନାୟକ

ଜୟପୁର,୧୬।୧୧: ଭାରତୀୟ ଟି୨୦ ଦଳର ନୂଆ ସେଟ୍‌ଅପ୍‌ରେ ବ୍ୟାଟର ବିରାଟ କୋହଲିଙ୍କ ଭୂମିକାରେ କୌଣସି ପରିବର୍ତ୍ତନ ହେବ ନାହିଁ। ଆଗକୁ ଟି୨୦ ଦଳରେ ପୂର୍ବତନ ଅଧିନାୟକଙ୍କ ଭୂମିକାରେ କୌଣସି ପରିବର୍ତ୍ତନ ହେବ କି ବୋଲି ପଚରାଯିବାରୁ ଉପରୋକ୍ତ ଉତ୍ତର ଦେଇଛନ୍ତି ନୂଆ ଅଧିନାୟକ ରୋହିତ ଶର୍ମା।

”ଏହା ଖୁବ୍‌ ସରଳ। ସେ ଏପର୍ଯ୍ୟନ୍ତ ଯାହା କରୁଥିଲେ, ଦଳରେ ତାଙ୍କ ଭୂମିକା ସମାନ ରହିବ। ସେ ଯେତେବେଳେ ବି ଖେଳନ୍ତି, ମ୍ୟାଚ୍‌ରେ ପ୍ରଭାବ ଛାଡ଼ି ଯାଆନ୍ତି। ଦଳ ପାଇଁ ସେ ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି। ମ୍ୟାଚ୍‌ରେ ଦଳର ଆବଶ୍ୟକତା ଅନୁଯାୟୀ, ପ୍ରତ୍ୟେକ ଖେଳାଳିଙ୍କ ଭୂମିକାରେ ପରିବର୍ତ୍ତନ ହେବ। ପଛରେ ବ୍ୟାଟିଂ ହେଉ କି ପ୍ରଥମେ ବ୍ୟାଟିଂ, ଉଭୟ ଥର ବ୍ୟାଟରଙ୍କ ଭୂମିକା ଭିନ୍ନ ହୋଇଥାଏ। ମ୍ୟାଚ୍‌ର ଆବଶ୍ୟକତା ଭିତ୍ତିରେ ଖେଳାଳିଙ୍କ ଭୂମିକାରେ ପରିବର୍ତ୍ତନ ହେବ। ମୁଁ ନିଶ୍ଚିତ ଯେ, ବିରାଟ ଫେରିଲେ ଆମ ଦଳର ଶକ୍ତି ବୃଦ୍ଧି ପାଇବ। କାରଣ ହେଲା ତାଙ୍କ ପାଖରେ ଥିବା ଅଭିଜ୍ଞତା। ଆଉ ସେ ଯେଉଁ ସ୍ତରର ବ୍ୟାଟର ଆମ ଦଳର ଶକ୍ତି ବୃଦ୍ଧି କରିବେ“ ବୋଲି ବୁଧବାର ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍‌ ପୂର୍ବରୁ ଆୟୋଜିତ ଖବରଦାତା ସମ୍ମିଳନୀରେ କହିଛନ୍ତି ରୋହିତ।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତରଞ୍ଜିତ ହେଲା ସୁଲିଆ ପୀଠ, ପଡିଲା ପଶୁବଳି

ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ...

ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ପଟ୍ଟାଙ୍ଗି, ୨୩।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ପଡାଲଗୁଡା ଛକ ଉପରେ ଚଳନ୍ତା ଟ୍ରକକୁ ଅନ୍ୟ ଏକ ଟ୍ରକ ପଛ...

ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ସୋନପୁର: କୁହୁଡି ପାଇଁ ଦୁର୍ଘଟଣା । ସକାଳୁ ସକାଳୁ ବିନିକାରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଏନ୍‌ଏଚ୍ ୧୨୬ (A)ରେ ପିକ୍‌ନିକ୍‌ ବସ୍...

ପାକିସ୍ତାନୀଙ୍କୁ ଔକାତ୍‌ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ, ରାଗିଗଲେ ନକ୍‌ଭି, ICC ନିକଟରେ କରିବେ ଅଭିଯୋଗ

ନୂଆଦିଲ୍ଲୀ,୨୩।୧୨: ପାକିସ୍ତାନ ୧୯ ବର୍ଷରୁ କମ୍‌ ଏସିଆ କପ ଫାଇନାଲରେ ଭାରତ ବିପକ୍ଷରେ ବିଜୟୀ ହୋଇଛି। ରବିବାର ମ୍ୟାଚ ସମୟରେ ଦଳର ପରାମର୍ଶଦାତା ସରଫରାଜ ଅହମ୍ମଦ...

ପୋଲିସ ଷ୍ଟେଶନକୁ ଚାଲି ଚାଲି ଗଲେ ମୃତକ, ଯାହାଙ୍କ ୬୧ ଦିନ ପୂର୍ବରୁ ହୋଇଥିଲା ଶେଷକୃତ୍ୟ, ସମ୍ପୂର୍ଣ୍ଣ ଖବର ଜାଣିଲେ…

ରାୟପୁର,୨୩।୧୨: ଛତିଶଗଡ଼ର ଜଶପୁର ଜିଲାରେ ପଞ୍ଜିକୃତ ଏକ ହତ୍ୟା ମାମଲା ପୋଲିସ ଷ୍ଟେଶନରେ ପହଞ୍ଚିବା ପରେ ସମ୍ପୂର୍ଣ୍ଣ ମୋଡ଼ ନେଇଥିଲା। ମୃତ ବୋଲି ଧରି ଦାହ...

ଶୀତ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବାଚସ୍ପତି, ଆଜି ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ...

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ଆଣିବା ପାଇଁ ଜିଲାପାଳଙ୍କୁ ଅସହାୟ ପରିବାରର ଗୁହାରି 

ଦିଗପହଣ୍ଡି,୨୩|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକଙ୍କ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ମୃତ୍ୟୁ...

ହସ୍ପିଟାଲରେ ରୋଗୀଙ୍କୁ ଲାତ ମୁଥ ମାରିଲେ ଡାକ୍ତର, ଭିଡିଓ ଭାଇରାଲ ପରେ ମୁଖ୍ୟମନ୍ତ୍ରୀ…..

ନୂଆଦିଲ୍ଲୀ,୨୩।୧୨: ହିମାଚଳ ପ୍ରଦେଶର ସବୁଠାରୁ ବଡ଼ ଡାକ୍ତରଖାନାରେ ଜଣେ ରୋଗୀ ଏବଂ ଜଣେ ଡାକ୍ତରଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। ସିମଲାର ଇନ୍ଦିରା ଗାନ୍ଧୀ ମେଡିକାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri