ଏଇ ଭାରତରେ

ହଜାର ହଜାର ଝିଅଙ୍କୁ ସଶକ୍ତ କରି ସମାଜ ଲାଗି ପ୍ରେରଣା ସାଜିଛନ୍ତି ବିହାର ବୈଶାଳୀ ଜିଲାର ପୁନମ ରାୟ । ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟରୁ ପେଣ୍ଟିଂରେ ଡିଗ୍ରୀ ହାସଲ କରିବା ପରେ ପୁନମ ୧୯୯୫ରେ ବିବାହ କରିଥିଲେ। କନ୍ୟା ସନ୍ତାନର ଜନନୀ ହେବା ପରେ ତାଙ୍କ ପ୍ରତି ନିର୍ଯାତନ ବଢ଼ିଲା ଓ ବାଲକୋନିରୁ ପଡ଼ିଯିବା ଯୋଗୁ ତାଙ୍କ ମେରୁଦଣ୍ଡରେ ଶକ୍ତ ଆଘାତ ଲାଗିଥିଲା। ଏହାଯୋଗୁ ପକ୍ଷାଘାତରେ ଶିକାର ହେବା ପରେ ପୈତୃକ ଘର ଲେଉଟି ଆସି ୧୫ ବର୍ଷ ଧରି ଚିକିତ୍ସା ପରେ ସୁସ୍ଥ ହୋଇଥିଲେ। ୨୦୧୬ରେ ସେ ଆମତ୍ରକ୍ଷା କୌଶଳ ଶିକ୍ଷା କରିବା ପରେ ବିନ୍ଦେଶ୍ୱର ରାୟ ଫାଉଣ୍ଡେଶନ ଗଠନ କରି ତା’ମାଧ୍ୟମରେ ଝିଅମାନଙ୍କୁ ଆମତ୍ରକ୍ଷା ପାଇଁ ଟାଏକୋଣ୍ଡୋ ଶିକ୍ଷା ଦେଉଛନ୍ତି। ପେଣ୍ଟିଂ ଏକ୍‌ଜିବିଶନ ଆୟୋଜନ କରି ଏଥିପାଇଁ ପାଣ୍ଠି ଯୋଗାଡ଼ କରୁଛନ୍ତି । ସେ ମଧ୍ୟ ପିଲାମାନଙ୍କୁ ପେଣ୍ଟିଂ ଶିକ୍ଷା ଦେଉଛନ୍ତି। ଏବେ ସୁଦ୍ଧା ତାଙ୍କ ସଂସ୍ଥା ୩୦୦୦ରୁ ଅଧିକ ଝିଅ ଟାଏକୋଣ୍ଡୋ ଶିଖି ସାରିଲେଣି। ଅସହାୟ ଝିଇମାନଙ୍କୁ ମାଗଣାରେ ଶିକ୍ଷା ଦେଉଛନ୍ତି। ସେମାନଙ୍କ ମଧ୍ୟରୁ ୨୦ ଜଣ ରାଜ୍ୟ ଓ ଜାତୀୟସ୍ତରୀୟ ପ୍ରତିଯୋଗିତାରେ ପ୍ରତିନିଧିତ୍ୱ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

ଯଥାର୍ଥ ଦାନ

ଅଭିରାମ ବାବୁ ଜଗନ୍ନାଥଙ୍କର ଜଣେ ପରମ ଭକ୍ତ। ସେଥିପାଇଁ ସେ ଜଗନ୍ନାଥ ସଂସ୍କୃତିକୁ ସମ୍ମାନ ଜଣାଇଥାନ୍ତି। ତାଙ୍କର ପୁଅ ଯୋଗେଶ ସ୍କୁଲ ଛାତ୍ର। ସେ ବାପାଙ୍କ...

କୃତ୍ରିମ ବୁଦ୍ଧିମତ୍ତା ଓ ମାନବ ଅଧିକାର

ନିକଟରେ ଜଣେ ମହିଳା ଇନ୍‌ଷ୍ଟାଗ୍ରାମ୍‌ରେ ଲେଖିଥିଲେ ଯେ ସେ ଗୋଟିଏ ଆପ୍‌ରେ ଶାଢ଼ିପିନ୍ଧା ଫଟୋ ଅପ୍‌ଲୋଡ କରି ପରିବର୍ତ୍ତିତ ଫଟୋ ଦେଖି ତାଜୁବ ହୋଇଗଲେ। ଏହି...

ଅସୁରକ୍ଷିତ ସ୍କୁଲପିଲା

ଚଳିତବର୍ଷ ନଭେମ୍ବରରେ ନାଇଜେରିଆର ବିଭିନ୍ନ ସ୍କୁଲରୁ ଅନେକ ଶହ ପିଲାଙ୍କୁ ଅପହରଣ କରାଯାଇଥିଲା। ସେହିମାନେ ଏବେ ବନ୍ଦୀ କିମ୍ବା ନିଖୋଜ। ତେବେ ନିକଟରେ ୧୦୦ ଛାତ୍ରଙ୍କୁ...

ଏଇ ଭାରତରେ

କୃଷିକ୍ଷେତ୍ରରେ କୃଷକମାନେ ପାରମ୍ପରିକ ପଦ୍ଧତିରେ କୀଟନାଶକ ସିଞ୍ଚନ କରିବା ଯୋଗୁ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଥିବା ଦେଖାଯାଉଛି। ଏଥିରେ ଅଧିକ କୀଟନାଶକ ବ୍ୟହାର ହେଉଛି...

ବନ୍ଦେ ମାତରମ୍‌କୁ ବାରଣ କାହିଁକି

ଛିଦିନ ପୂର୍ୱରୁ ରାଜ୍ୟ ସଭାର ଏକ ନୋଟିସ ମାଧ୍ୟମରେ ରାଜ୍ୟ ସଭାରେ ବନ୍ଦେ ମାତରମ୍‌ ଓ ଜୟ ହିନ୍ଦ୍‌ ସ୍ଲୋଗାନ ଦେବା ଉପରେ ନିଷେଧାଦେଶ ଲାଗିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri