ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୮୬ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ପୁରୀ ଓ ସୁନ୍ଦରଗଡରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

‘ଜୁନ୍‌ ୪ରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି’: ପ୍ରଧାନମନ୍ତ୍ରୀ ମୋଦି

ବ୍ରହ୍ମପୁର,୬।୫: ଓଡ଼ିଶାରେ ପ୍ରଥମ ଥର ଡବଲ ଇଂଜିନ ସରକାର। ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଜୁନ୍‌ ୬ରେ ଭାଜପାର ମୁଖ୍ୟମନ୍ତ୍ରୀ...

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

ଜଳଖିଆରେ ଛେନାପୋଡ଼ ଖାଇଲେ ମୋଦି, ପ୍ରସ୍ତୁତ ହେଲା ସ୍ପେଶାଲ ଖାଇବା

ଭୁବନେଶ୍ୱର,୬।୫: ସାଧାରଣ ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ରବିବାର ଆସି ଓଡ଼ିଶାରେ ପହଁଞ୍ଚିଛନ୍ତି। ରାତି ପ୍ରାୟ ୧୦ଟା ୪୫ ମିନିଟ୍‌ ସମୟରେ ଆସି ସେ ରାଜଭବନରେ...

ରାଜଭବନରୁ ବାହାରିଲେ ମୋଦି: ବ୍ରହ୍ମପୁରରେ ବିଶାଳ ଜନସଭାକୁ କରିବେ ସମ୍ବୋଧିତ

ଭୁବନେଶ୍ୱର,୬।୫: ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ଅଛନ୍ତି। ସେ ରାଜଭବନରୁ ସୋମବାର ସକାଳେ ବ୍ରହ୍ମପୁର ଅଭିମୁଖେ ବାହାରିଛନ୍ତି। ବ୍ରହ୍ମପୁରରେ ମୋଦି ଏକ...

୪୫ ଡିଗ୍ରୀ ସହ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର, ୬।୫(ଅସମାପିକା ସାହୁ):ରାଜ୍ୟରେ ଗତ ଏପ୍ରିଲ ୧୫ରୁ ୨୧ଦିନ ଧରି ଲଗାତର ଭାବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ରବିବାର ବଲାଙ୍ଗୀର, ନୟାଗଡ଼, ନୂଆପଡ଼ା, ଗଞ୍ଜାମ,...

ନିର୍ବାଚନୀ ବଣ୍ଡ୍‌ ସ୍କାମ୍‌ ଦେଶର ସବୁଠାରୁ ବଡ଼ ଦୁର୍ନୀତି : ପ୍ରଶାନ୍ତ ଭୂଷଣ

ଭୁବନେଶ୍ୱର,୬।୫(ଅସମାପିକା ସାହୁ):ଓଡ଼ିଶା ସୂଚନା ଅଧିକାର ଅଭିଯାନ(ଓସା) ପକ୍ଷରୁ ରବିବାର ଭାରତୀୟ ବିଦ୍ୟାଭବନଠାରେ ‘ସମ୍ବିଧାନ ପ୍ରଦତ୍ତ ସୂଚନା ଅଧିକାର ଓ ନିର୍ବାଚନୀ ବଣ୍ଡ୍‌’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ...

ଆଜିଠୁ ଓଜେଇଇ:ପରୀକ୍ଷା ଦେବେ ୬୫,୭୪୨ ଛାତ୍ରୀଛାତ୍ର

ଭୁବନେଶ୍ୱର, ୬।୫(ଅସମାପିକା ସାହୁ):ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ୨୦୨୪ ସୋମବାରଠାରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ୧୦ ତାରିଖ ପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri