ପାଇଖାନା ଟାଙ୍କି ପାଇପ୍‌ ଦେଇ ଖସିଯାଇଥିଲେ କଏଦୀ…

ଭଦ୍ରକ ଅଫିସ,୨୦।୧୧ ଜେଲରୁ ବିଚାରାଧୀନ ଜଣେ କଏଦୀ ପାଇଖାନା ଟାଙ୍କି ପାଇପ ଦେଇ ଖସି ଯାଉଥିଲେ। ଏହି ସମୟରେ ଜଣେ ସୁରକ୍ଷା କର୍ମୀ ତାଙ୍କୁ କାବୁ କରିଥିଲେ । ସିସିଟିଭିରେ  କଏଦ ହୋଇଛି ଉକ୍ତ ଦୃଶ୍ୟ।
ସୂଚନାଯୋଗ୍ୟ, ଭଦ୍ରକ ସ୍ବତନ୍ତ୍ର ଉପ କାରାଗାରରୁ ଜାଣେ କଏଦୀ ଫେରାର ହେଉଥିଲେ । ପୀରହାଟ ଥାନା ଅଧୀନ ଅକ୍ଷୟ ମଲ୍ଲିକ ନାମକ ବ୍ୟକ୍ତି ୩୫୪ ଦଫାରେ ଜେଲ ଆସିଥିଲେ । ୨୦ ଅକ୍ଟୋବରରେ ପୀରହାଟ ଥାନା ଅକ୍ଷୟଙ୍କୁ କୋର୍ଟଚାଲାଣ କରିଥିଲା । ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ପଠାଯାଇଥିଲା । ତେବେ ଅକ୍ଷୟ ଦିନ ଦ୍ୱିପ୍ରହରରେ ଶୌଚ ପାଇଁ ପାଇଖାନା ଯିବାକୁ କହିଥିଲେ । ପାଇଖାନା ଯିବା ବେଳେ ହଠାତ ପାଇଖାନା ଉପରକୁ ଉଠି ପାଇପ ସାହାଯ୍ୟରେ ଜେଲ ପାଚେରି ଡେଇଁ ଫେରାର ଉଦ୍ୟମ କରିଥିଲେ । ତେବେ ଜେଲର ସୁରକ୍ଷାକର୍ମୀ ଅକ୍ଷୟଙ୍କୁ ଗୋଡ଼ାଇଥିଲେ । ଜେଲ ନିକଟରୁ ପ୍ରାୟ ଅଧା କିଲୋମିଟର ଦୂରରେ ତାଙ୍କୁ ଧରିଥିଲେ। ପରେ ତାଙ୍କୁ ପୁଣି ଜେଲକୁ ନିଆଯାଇଛି । ଏ ଘଟଣା ନେଇ ଜେଲ କର୍ତ୍ତୃପକ୍ଷ କୌଣସି ପ୍ରତିକ୍ରିୟା ଦେବାକୁ ମନା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri