ନବୀନ ନିବାସ ଘେରାଉ କରିବ ଭାଜପା

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଭୁବନେଶ୍ୱର ସାଙ୍ଗଠନିକ ଜିଲା ଭାଜପା ପକ୍ଷରୁ ସୋମବାର ନବୀନ ନିବାସ ଘେରାଉ କରାଯିବ ।
ମମିତା ମେହେରଙ୍କୁ ନ୍ୟାୟ ଦାବିରେ ଦଳ ରାଜରାସ୍ତାକୁ ଓହ୍ଲାଇବ। ଗୃହମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ତୁରନ୍ତ ବହିଷ୍କାର, ଗିରଫ ଓ ସିବିଆଇ ତଦନ୍ତ ଦାବିରେ ନବୀନ ନିବାସ ଘେରାଉ କରିବ ବୋଲି ସୂଚନା ରହିଛି। ଏହି ଆନ୍ଦୋଳନ ଦିନ ୧୧ଟାରେ ଭୁବନେଶ୍ବର ରାଜମହଲ ଛକ ନିକଟରୁ ଆରମ୍ଭ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍‌ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ

ଭୁବନେଶ୍ୱର,୨୯।୪:ଦେଶର ପ୍ରମୁଖ ବାଣିଜି୍ୟକ ଯାନ କମ୍ପାନୀ ତଥା ଟାଟା ମୋଟର୍ସ ଲିମିଟେଡ୍‌ର ଅଲ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି କମ୍ପାନୀର ଓଡ଼ିଶା...

ଚେକିଂବେଳେ ଥାନାଧିକାରୀଙ୍କୁ ଚାପୁଡ଼ା

ଭୁବନେଶ୍ୱର,୨୯।୪(ସୂର୍ଯ୍ୟକାନ୍ତ ବେହେରା): ମଦ୍ୟପ ଗାଡ଼ି ଚାଳକଙ୍କ ଉନ୍ମତ୍ତକାଣ୍ଡ। ଚେକିଂ ବେଳେ ପୋଲିସ କର୍ମଚାରୀଙ୍କୁ ଗାଳିଗୁଳଜ କରିବା ସହ ଥାନା ଅଧିକାରୀଙ୍କୁ ଚାପୁଡା ମାରିଲେ। ରାଜଧାନୀ ଭୁବନେଶ୍ୱରରେ...

ତନିସ୍କର ବିବାହ ସମ୍ଭାର ‘ରିଭା’

ଭୁବନେଶ୍ୱର,୨୯।୪:ତନିସ୍କର ବହୁ ପ୍ରତୀକ୍ଷିତ ତଥା ସୂକ୍ଷ୍ମ କାରିଗରିରେ ନିର୍ମିତ ବିବାହ ସମ୍ଭାର ‘ରିଭା’ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଏକ ଉତ୍ସର୍ଗୀକୃତ ବିବାହ ଅଳଙ୍କାର ଉପ-ବ୍ରାଣ୍ଡ୍‌...

ପ୍ରକାଶ ପାଇଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି

ଭୁବନେଶ୍ୱର,୨୯ା୪: ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକ ସଭା କ୍ଷେତ୍ର ଏବଂ...

ପାଣ୍ଡିଆନଙ୍କ ସହ ଅଧିକାରୀଙ୍କ ଗସ୍ତ ନେଇ ପ୍ରଶ୍ନ ଉଠାଇଲା ଭାଜପା

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ପୁରୀ ଗସ୍ତ ବେଳେ ବିଳମ୍ବିତ ରାତିରେ ତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସ୍ବତନ୍ତ୍ର ସଚିବ ଭିନିଲ୍‌...

ପ୍ରଚାରରେ ପିଲାଙ୍କୁ ଲଗାଇବା ମନା

ଭୁବନେଶ୍ୱର,୨୯ା୪ (ପି.ଟି.):ନିର୍ବାଚନୀ ସଭା ଓ ରାଲିରେ ପିଲାମାନଙ୍କୁ ନିୟୋଜିତ ନ କରିବା ପାଇଁ ନିର୍ବାଚନ କମିଶନ ଓଡ଼ିଶାର ରାଜନୈତିକ ଦଳଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ଦଳର...

ଏହିସବୁ ଆସନ ପାଇଁ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହାନ୍ତି ୩ ଦଳ

ଭୁବନେଶ୍ୱର,୨୯ା୪(ସୁନୀତ୍‌ ମିଶ୍ର):ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସୋମବାରଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହେବ। ହେଲେ ଅଦ୍ୟାବଧି ବିଜେଡି, ଭାଜପା ତା’ର ପ୍ରାର୍ଥୀ ତାଲିକା ଘୋଷଣା...

ଆଜି ୩ୟ ପର୍ଯ୍ୟାୟ ଭୋଟ ଲାଗି ବିଜ୍ଞପ୍ତି

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ଦେଶର ଷଷ୍ଠ ଏବଂ ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଅର୍ଥାତ୍‌ ୩ୟ ପର୍ଯ୍ୟାୟ ଲାଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri