ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସ

ପୁରୀ ଅଫିସ,୨୪ା୧୧: ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳ୍ପାନ୍ୟାସ କରିଛନ୍ତି ଗଜପତି ମହାରାଜ। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବୁଧବାର ପୂର୍ବାହ୍ନରେ ଗଜପତି ମହାରାଜ ଏହି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି।

ଶ୍ରୀମନ୍ଦିର ଚାରିପାଖ ସୁରକ୍ଷା କରିଡର ସହ ସୃଷ୍ଟି  ସବୁଜ ବଳୟ ସୃଷ୍ଟି ହେବା ସହ ଚାରିପାଖେ ଥିବା ମଠ ଏବଂ ମନ୍ଦିରଗୁଡ଼ିକର ପୁନଃବିକାଶ ହେବ। ଭକ୍ତଙ୍କ ସାମଗ୍ରୀ ରଖିବା ପାଇଁ ସ୍ବତନ୍ତ୍ର ଗୃହ, ସୂଚନା ଓ ଦାନ କେନ୍ଦ୍ର କରାଯିବ।

ସେହିପରି ତୀର୍ଥଯାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ଆରକ୍ଷୀ ସେବା କେନ୍ଦ୍ର ରହିବ। ପାନୀୟଜଳ, ପ୍ରାଥମିକ ଚିକିତ୍ସା କେନ୍ଦ୍ର ଏବଂ ଏଟିଏମ୍‌ ବ୍ୟବସ୍ଥା କରାଯିବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୯ରୁ ଆରମ୍ଭ ହୋଇଥିଲା ଜମି ଅଧିଗ୍ରହଣ ପ୍ରକ୍ରିୟା। ପ୍ରାୟ ୯୬ ପ୍ରତିଶତ ଜମି ଅଧିଗ୍ରହଣ କାମ ଶେଷ ହୋଇଛି। ଏଥିପାଇଁ ସ୍ବଇଚ୍ଛାରେ ଜମି ଦେଇଥିଲେ ପୁରୀବାସୀ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ପାଇଁ ପ୍ରାୟ ୮ଶହ କୋଟି ଟଙ୍କା ମଞ୍ଜୁର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri