Posted inଫୁରସତ

ସମ୍ବିଧାନ ମୌଳିକ ଅଧିକାରର ସୁରକ୍ଷା କବଚ

ଭାରତୀୟ ଜନସାଧାରଣଙ୍କ ମୌଳିକ ଅଧିକାରର ସୁରକ୍ଷା କ୍ଷେତ୍ରରେ ସମ୍ବିଧାନ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ସମ୍ବିଧାନ ମୌଳିକ ଅଧିକାରକୁ ସୁନିଶ୍ଚିତ କରେ। ଏହା ମୌଳିକ ଅଧିକାରର ସୁରକ୍ଷା କବଚ ପାଲିଟି ଥାଏ।

୨୬ ନଭେମ୍ବର ୧୯୪୯ରେ, ଭାରତର ସମ୍ବିଧାନକୁ ଗ୍ରହଣ କରାଯାଇଥିଲା। ପରେ ଏହା ୨୬ ଜାନୁୟାରୀ ୧୯୫୦ରେ କାର୍ଯ୍ୟକାରୀ ହୋଇଥିଲା। ତେଣୁ ପ୍ରତିବର୍ଷ ନଭେମ୍ବର ୨୬କୁ ଭାରତରେ ସମ୍ବିଧାନ ଦିବସ ଭାବେ ପାଳ କରାଯାଇଥାଏ।

ଗେଜେଟ ବିଜ୍ଞପ୍ତି ୧୯ ନଭେମ୍ବର ୨୦୧୫ରେ ଭାରତ ସରକାର ୨୬ ନଭେମ୍ବରକୁ ସମ୍ବିଧାନ ଦିବସ ଭାବରେ ପାଳନ କରିବାକୁ ଘୋଷଣା କରିଥିଲେ। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୧ ଅକ୍ଟୋବର ୨୦୧୫ରେ ମୁମ୍ବାଇରେ ସମ୍ବିଧାନ ପ୍ରଣେତା ବି.ଆର୍‌. ଆମ୍ବେଡକରଙ୍କ ଷ୍ଟାଚ୍ୟୁ ଅଫ୍‌ ଇକ୍ୱାଲିଟି ମେମୋରିଆଲର ଶିଳାନ୍ୟାସ ଅବସରରେ ଘୋଷଣା କରିଥିଲେ।

ଏହି ଅବସରରେ ଭାରତୀୟ ସମ୍ବିଧାନ ପ୍ରତି ନାଗରିକଙ୍କ ପ୍ରତିବଦ୍ଧତା ଏବଂ ଦାୟିତ୍ୱବୋଧ ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇଥାଏ। ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇ ସଚେତନତା ବାର୍ତ୍ତା ପ୍ରସାରିତ ହୋଇଥାଏ।

 


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବିଜେଡି ପ୍ରତିଷ୍ଠା ଦିବସରେ ବଡ଼ ଘୋଷଣା କଲେ ନବୀନ ପଟ୍ଟନାୟକ: ଆଗକୁ ଦଳ…

ଭୁବନେଶ୍ବର,୨୬।୧୨: ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri