ଆଜି ରାଜ୍ୟରୁ ୨୧୯ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୩୨ ଶିଶୁ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୨୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୮,୨୨୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩୧ ଜଣ ଚିହ୍ନଟ ହୋଇଥିବା ବେଳେ ୮୮ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୩୨ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକ ଏବଂ ମୟୂରଭଞ୍ଜରୁ ୧୫ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧, ବାଲେଶ୍ୱର ୪,ଭଦ୍ରକ ୨, ବୌଦ୍ଧ ୧, ଢେଙ୍କାନାଳ ୧, ଗଞ୍ଜାମ ୬, ଜଗତସିଂହପୁର ୫, ଯାଜପୁର ୯, ଝାରସୁଗୁଡ଼ା ୪, କେନ୍ଦ୍ରାପଡ଼ା ୩, କେନ୍ଦୁଝର ୩, ମାଲକାନଗିରି ୧, ନୟାଗଡ଼ ୪, ପୁରୀ ୫, ରାୟଗଡ଼ା ୨, ସମ୍ବଲପୁର ଏବଂ ସୋନପୁରରୁ ୧୦ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୭୩।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୪୮,୨୨୮ରେ ପହଞ୍ଚିଥିବା ବେଳେ ୧୦,୩୭,୩୮୭ଜଣ ସୁସ୍ଥ ହୋଇଛନ୍ତି। ୨୩୮୫ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସର୍ଭେ ନାମରେ ହିତାଧିକାରୀ ଆଧାରିତ ଯୋଜନା ବନ୍ଦ କର’

ଭୁବନେଶ୍ୱର,୫ା୫(ଅନିଲ ଦାସ): ଚଳିତ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪କୁ ମୁକ୍ତ, ଅବାଧ, ନିରପେକ୍ଷ ଓ ସ୍ବଚ୍ଛ କରିବା ପାଇଁ ଭାରତ ନିର୍ବାଚନ କମିଶନ ଆଦର୍ଶ ଆଚରଣ ବିଧିର...

ହାତ ମିଶାଇଲେ ସୌମ୍ୟ-ଅନୁଭବ, ଖଣ୍ଡପଡ଼ାରେ ହେବ ବଡ଼ ଲଢେଇ

ବ୍ରହ୍ମପୁର,୫।୫: ଖଣ୍ଡପଡ଼ାରେ ରୋଚକ ହେଉଛି ବିଧାନସଭା ଲଢେଇ। ହାତ ମିଶାଇଛନ୍ତି ବିଜେଡିରୁ ନିଲମ୍ବିତ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଏବଂ ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ।...

କୁକୁଡ଼ାଫାର୍ମ ଗନ୍ଧରେ ଅତିଷ୍ଠ ବସ୍ତିବାସିନ୍ଦା

ରାଉରକେଲା,୫ା୫(ବିପ୍ଲବ ରଞ୍ଜନ ଦାଶ)ରାଉରକେଲା ମହାନଗର ନିଗମ ଓ୍ବାର୍ଡ ନଂ. ୪ରେ ଥିବା ପ୍ରଧାନପାଲି ବସ୍ତି ନିକଟରେ କୁକୁଡ଼ାଫାର୍ମ ରହିଛି। ଫଳରେ ବସ୍ତି ପରିବେଶ ପ୍ରଦୂଷିତ ହେଉଥିବା...

୯୨୮ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ଭଦ୍ରକ,୫।୫ (ସନାତନ ରାଉତ)ଭଦ୍ରକ ଜିଲାରେ ୯୨୮ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନିର୍ମାଣ ହୋଇପାରି ନାହିଁ। ଫଳରେ ନିକଟସ୍ଥ ସ୍କୁଲ, କମ୍ୟୁନିଟି ସେଣ୍ଟର ଓ ଅଙ୍ଗନୱାଡି...

ଗଞ୍ଜାମରେ ଆଖୁ ଚାଷ ନିରାଶାଜନକ

ବ୍ରହ୍ମପୁର,୫।୫(ଅଶୋକ କୁମାର ସାହୁ):ଗଞ୍ଜାମ ଜିଲାରେ ଆଖୁ ଚାଷ ଚଳିତବର୍ଷ ନିରାଶାଜନକ ହୋଇଛି। ୨୦୨୩-୨୪ରେ ଜିଲାରେ ୮୦୧ ହେକ୍ଟର ଆଖୁଚାଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ ଥିବାବେଳେ ୬୮୦...

ଭଲ ଲୋକଙ୍କୁ ଭୋଟ ଦିଅନ୍ତୁ: ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି, ୫।୫ (ଗିରିଧାରୀ ପରିଛା):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ଗଜପତି ଜିଲା ପାରଳାଖେମୁଣ୍ଡିଠାରେ ନିର୍ବାଚନ ପ୍ରଚାର କରିଛନ୍ତି।...

ବଢ଼ୁଛି ହାତୀ ଜନିତ କ୍ଷୟକ୍ଷତି

ବଇଣ୍ଡା,୫।୫(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ନିକଟସ୍ଥ ଜଙ୍ଗଲରୁ ଚାଲି ଆସୁଥିବା ହାତୀ ଜମି...

ଦୁର୍ଦ୍ଦିନରେ ଠିକା ଶ୍ରମିକ, କର୍ମଚାରୀ

ଯାଜପୁର,୫ା୫(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଜିନ୍ଦଲ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ (ଜେଏସ୍‌ଏଲ୍‌)ରେ ନିୟୋଜିତ ଏକ ଅଣଓଡ଼ିଆ ଠିକାସଂସ୍ଥା ଜିଏମ୍‌ ଏଣ୍ଟରପ୍ରାଇଜର୍ସ ୪୬ ଜଣ ଗରିବ ଶ୍ରମିକଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri