ଆଉ ୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୧କୁ ବୃଦ୍ଧି

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୪୦୧କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି ଖୋର୍ଦ୍ଧାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଝାରସୁଗୁଡ଼ାରୁ ବି ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୪୮,୨୨୮ରେ ପହଞ୍ଚିଥିବା ବେଳେ ୧୦,୩୭,୩୮୭ଜଣ ସୁସ୍ଥ ହୋଇଛନ୍ତି। ୨୩୮୫ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୪୦୧କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନର୍ସିଂ ହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂ ହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।...

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ବସିଲା ବଡ଼ ବୈଠକ: ଆସିପାରେ…

ଭୁବନେଶ୍ୱର,୨୯।୧୨: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ଏହି ବୈଠକ ବସିଛି।...

ହାତୀ, ବାର୍‌ହାଙ୍କ ଉତ୍ପାତ: ଉଜାଡିଲେଣି ୬୪ ଏକର

ବେଗୁନିଆ,୨୯।୧୨(ହରପ୍ରସନ୍ନ ପଣ୍ଡା): ଚଳିତ ଖରିଫ ଋତୁରେ ଏବେ କ୍ଷେତରୁ ଧାନ ଫସଲ ଅମଳ ଜାରି ରହିଛି। ଏଥିସହ ଜମିରେ ରବି ଫସଲ ବୁଣାଯାଇଛି। ଅପରପକ୍ଷେ ପନିପରିବା,...

ମାନସିକ ଭାରସାମ୍ୟ ହରାଇ କୀଟନାଶକ ପିଇଦେଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ପିଇଦେଲେ ଯୁବକ । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନୂଆମୌଳାଭଞ୍ଜା ଗ୍ରାମରୁ ସାମ୍ନାକୁ...

ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ, ଦେବାଶିଷ ଓ ଦେବୀଙ୍କ ସହ ଥିବା ନେତାଙ୍କୁ ତାଲିକାରୁ ବାଦ୍

କଟକ: ବିଜୁ ଜନତା ଦଳର କର୍ମକର୍ତ୍ତାଙ୍କ ମଧ୍ୟରେ ମତଭେଦ ଦେଖାଯାଉଥିବା ବେଳେ ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ ଦେଖାଯାଇଛି । BYJD(ବିଜୁ ଯୁବ...

ଉନ୍ନାଓ ଗଣବଳାତ୍କାର ମାମଲା: ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯।୧୨: ଦିଲ୍ଲୀ ହାଇକୋର୍ଟ ସମ୍ପ୍ରତି ଉନ୍ନାଓ ବଳାତ୍କାର ମାମଲାରେ ଅଭିଯୁକ୍ତ ପୂର୍ବତନ ବିଧାୟକ କୁଲଦୀପ ସିଂହ ସେଙ୍ଗାରଙ୍କ ଦଣ୍ଡାଦେଶକୁ ସ୍ଥଗିତ ରଖିଛନ୍ତି ସୁପ୍ରିମକୋର୍ଟ। ହାଇକୋର୍ଟ ସେଙ୍ଗାରଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri