ଚାଇନାରେ ଭାରତ ସରକାରଙ୍କୁ ସମାଲୋଚନା

ନୂଆଦିଲ୍ଲୀ/ବେଜିଂ, ୨୫।୧୧: ଉତ୍ତରପ୍ରଦେଶରେ ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦର (ଜଓ୍ବୋର ଏୟାରପୋର୍ଟ) ନିର୍ମାଣ ନିମନ୍ତେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିଳାନ୍ୟାସ କରିଛନ୍ତି। ଏହା ପରେ କେନ୍ଦ୍ର ସରକାରଙ୍କ ଗୁଣଗାନ କରିବାରେ ଲାଗିଛନ୍ତି। ଭାଜପା ମନ୍ତ୍ରୀ, ଏମ୍‌ପିଙ୍କଠାରୁ ନେତା। ଜଓ୍ବୋର ବିମାନବନ୍ଦରର ଫଟୋ ଓ ଭିଡିଓ ଶେୟାର କରୁଛନ୍ତି। ହେଲେ ଏୟାରପୋର୍ଟର ମଡେଲ ଫଟୋ ଭାଇରାଲ ହେବାପରେ କେନ୍ଦ୍ର ସରକାରଙ୍କୁ ବିରୋଧୀଙ୍କ ସମେତ ଚାଇନାରେ ମଧ୍ୟ ସମାଲୋଚନାର ଶିକାର ହେବାକୁ ପଡ଼ିଛି। ଭାଜପା ପକ୍ଷରୁ ଶେୟାର କରାଯାଇଥିବା ଫଟୋ ଚାଇନା ରାଜଧାନୀ ବେଜିଂ ଡାକ୍ସିଂ ଇଣ୍ଟରନ୍ୟାଶନାଲ ଏୟାରପୋର୍ଟର ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକ ସେକ୍ସ ସ୍କାଣ୍ଡାଲରେ ଏଚ୍‌.ଡି ରେଭନ୍ନା ଗିରଫ

ବେଙ୍ଗାଲୁରୁ,୪ା୫: କର୍ନାଟକ ଯୌନ ନିର୍ଯାତନା ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଜେଡିଏସ୍‌ ବିଧାୟକ ଏଚ୍‌.ଡି. ରେଭନ୍ନାଙ୍କୁ ଏସ୍‌ଆଇଟି ଶନିବାର ଗିରଫ କରିଛି। ରେଭନ୍ନାଙ୍କ ଘରେ କାମ...

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ନୋ ଫ୍ଲାଇଂ ଜୋନ୍‌, ନିର୍ଦ୍ଦେଶ ଜାରି କଲେ ଜିଲାପାଳ

ପୁରୀ,୪ା୫: ପ୍ରଧାନମନ୍ତ୍ରୀଙ୍କ ନବରଙ୍ଗପୁର ଗସ୍ତ ପାଇଁ ନୋ ଫ୍ଲାଇଂ ଜୋନ୍‌ ଘୋଷଣା କରାଯାଇଛି। ଚିକିଲିରେ ପ୍ରଧାନମନ୍ତ୍ରୀଙ୍କ ସଭା ଥିବାରୁ ଡ୍ରୋନ ଉଡ଼ାଣ ଉପରେ ରୋକ୍‌ ଲଗାଯାଇଛି।...

‘ମୋଦି ନିଜେ ରାଜା, ହେଲେ ମୋ’ ଭାଇକୁ ରାଜକୁମାର କହୁଛନ୍ତି’

ଗାନ୍ଧିନଗର,୪।୫: ମୋଦି ନିଜେ ରାଜା, ହେଲେ ମୋ’ ଭାଇଙ୍କୁ ରାଜକୁମାର କୁହନ୍ତି। କିଛି ଏଭଳି କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତ୍ରୀ...

ବାୟୁସେନା ଯବାନଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ, ୩ ଆହତ

ନୂଆଦିଲ୍ଲୀ,୪ା୫: ଶନିବାର ଜମ୍ମୁ କଶ୍ମୀରର ପୁଞ୍ଚ ଜିଲା ସୁରାନକୋଟ ଅଞ୍ଚଳରେ ଆତଙ୍କବାଦୀମାନେ ବାୟୁସେନା କର୍ମଚାରୀ ଯାଉଥିବା ଦୁଇଟି ଗାଡିରେ ଆକ୍ରମଣ କରିଛନ୍ତି। ଯେଉଁଥିରେ ଭାରତୀୟ ବାୟୁସେନାର...

ପଦ୍ମ ଧରିଲେ ଅରବିନ୍ଦର ସିଂହ ଲଭଲୀ

ନୂଆଦିଲ୍ଲୀ,୪।୫: ପଦ୍ମ ଧରିଲେ ପୂର୍ବତନ ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ଅରବିନ୍ଦର ସିଂହ ଲଭଲୀ। ଦିଲ୍ଲୀ ସ୍ଥିତ ଭାଜପା କାର୍ଯ୍ୟାଳୟକୁ ଯାଇ ସେ ବିଧିବଦ୍ଧ ଭାବେ ଭାଜପାରେ...

ଗାଡ଼ି ଉପରେ ଚଢି ନାଚିଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୪।୫: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପୂର୍ବରୁ ଭାଜପା ଏବଂ କଂଗ୍ରେସ ଦଳ ମଧ୍ୟପ୍ରଦେଶରେ ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି। ଜନସାଧାରଣଙ୍କୁ ନିଜ ଆଡକୁ...

ନର୍ସଙ୍କୁ ୭୮୦ ବର୍ଷର କାରାଦଣ୍ଡ! ୨୨ ମାମଲାରେ ଦୋଷୀ ସାବ୍ୟସ୍ତ

ଓ୍ବାଶିଂଟନ,୪।୫: ଆମେରିକା ପେନସିଲଭାନିଆର ୪୧ ବର୍ଷିୟ ନର୍ସ ହେଥର ପ୍ରେସଡିଙ୍କୁ ତିନିଟି ହତ୍ୟା ଏବଂ ୧୯ଟି ହତ୍ୟା ଉଦ୍ୟମ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ...

ଭାଜପା ନେତାଙ୍କ ରାଲିରେ ଫୁଟିଲା ଗୁଳି, ଭିଡିଓ ଭାଇରାଲ, ଯାଞ୍ଚ ପରେ ଜଣାପଡିଲା ସତ୍ୟତା

ଗୋଣ୍ଡା,୪।୫: ବହୁ ଚର୍ଚ୍ଚିତ କେସରଗଞ୍ଜ ସଂସଦୀୟ ଆସନରୁ ଭାଜପା ପ୍ରାର୍ଥୀ କରଣ ଭୂଷଣ ସିଂଙ୍କ ରାଲିରେ ବାଣ ଫୁଟିବାର ଏକ ଭିଡିଓ ସାମ୍ନାକୁ ଆସିଛି। କରଣଭୂଷଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri