ଦାରିଙ୍ଗବାଡ଼ିକୁ ପୁଣି ଫେରିଲା ଶୀତ

ଦାରିଙ୍ଗବାଡ଼ି,୨୮ା୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲାକୁ ଗତ କିଛିଦିନର ବ୍ରବଧାନ ପରେ ପୁଣି ଶୀତ ଫେରିଛି ା ରବିବାର ଦାରିଙ୍ଗବାଡ଼ିରେ ପାରଦ ତଳମୁହାଁ ହୋଇ ୯ ଡିଗ୍ରୀରେ ପହଞ୍ଚିଛି ା ଫଳରେ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ଶୀତ ଅନୁଭୂତ ହେଉଛି। ଶୀତ ଯୋଗୁ ସକାଳୁ ଘରୁ ବାହାରିବା କଷ୍ଟ ହୋଇପଡ଼ିଛି ା

ସୂଚନାନୁଯାୟୀ, ଗତ କିଛିଦିନ ହେଲା ଲଘୁଚାପ ଜନିତ ବର୍ଷା ଏବଂ ପାଗ ମେଘୁଆ ଯୋଗୁ କେବଳ ଦିନରେ ଶୀତ ଅନୁଭୂତ ହେବା ତାପମାତ୍ରା ବୃଦ୍ଧି ପାଇ ୧୭ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ବଢ଼ିବା ସହ ରାତିରେ ଶୀତ ଜଣାପଡୁ ନ ଥିଲା ା କିନ୍ତୁ ଏବେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିବା ସହ ବିଳମ୍ବିତ ରାତି ଠାରୁ ସକାଳ ୯ଟା ପର୍ଯ୍ୟନ୍ତ ଘନ କୁହୁଡ଼ି ଲାଗି ଶୀତ ଦ୍ୱିଗୁଣିତ ହୋଇଛି। ଚଳିତ ବଷ ଏହା ଦ୍ୱୀତିୟଥର ପାଇଁ ପାରଦ ଖସି ୯ରେ ପହଞ୍ଚିଥିବା ବେଳେ ପ୍ରଥମଥର ପାଇଁ ଚଳିତ ମାସ ୭ରେ ତାପମାତ୍ରା ୯.୫ ଡିଗ୍ରୀ ରହିଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri