ମଣ୍ଡା ପିଠା

ଆବଶ୍ୟକ ସାମଗ୍ରୀ:-
ଅରୁଆ ଚାଉଳ- ୨ କପ୍‌, ନଡ଼ିଆ- ୧ଟି, ଗୁଜୁରାତି ଗୁଣ୍ଡ- ୧ ଛୋଟ ଚାମଚ, ଗୋଲମରିଚ ଗୁଣ୍ଡ- ୧ ଛୋଟ ଚାମଚ, ଅଦା- ଖଣ୍ଡେ, ଚିନି- ୧୦୦ ଗ୍ରାମ୍‌, ଦହି ଛେନା- ଅଧା କପ୍‌, ଲୁଣ ଆବଶ୍ୟକ ଅନୁସାରେ।

ପ୍ରସ୍ତୁତି ପ୍ରଣାଳୀ:-
ପ୍ରଥମେ ଅରୁଆ ଚାଉଳକୁ ପାଣିରେ ଭିଜାଇ ରଖନ୍ତୁ। ୪-୫ ଘଣ୍ଟା ପରେ ଏହାକୁ ଛାଣି ଅଳ୍ପ ଶୁଖାଇ ଦିଅନ୍ତୁ। ଅଳ୍ପ ଶୁଖି ଆସିଲେ ସେହି ଚାଉଳକୁ ଗ୍ରାଇଣ୍ଡିଂ କରି ଚୂନା କରି ରଖନ୍ତୁ। ନଡ଼ିଆ କୋରି ଦିଅନ୍ତୁ। ଗ୍ୟାସରେ କଡେଇ ବସାଇ ନଡ଼ିଆ କୋରା, ଗୁଜୁରାତି ଗୁଣ୍ଡ, ଗୋଲମରିଚ ଗୁଣ୍ଡ, ଅଦା, ଚିନି ଏବଂ ଛେନା ପକାଇ ଭାଜନ୍ତୁ। ଅନ୍ୟ ଏକ କଡ଼େଇରେ ପାଣି ଗରମ କରନ୍ତୁ। ସେଥିରେ ଆବଶ୍ୟକ ଅନୁସାରେ ଲୁଣ ପକାନ୍ତୁ। ପାଣି ଫୁଟିଯିବା ପରେ ସେଥିରେ ଚାଉଳ ଚୂନାକୁ ଅଳ୍ପ ଅଳ୍ପ କରି ପକାଇ ଗୋଳାନ୍ତୁ। ଚୂନା ଭଲଭାବେ ଜନ୍ତି ହୋଇଗଲେ କଡ଼େଇକୁ ଓହ୍ଲାଇ ଦିଅନ୍ତୁ। ଜନ୍ତା ଥଣ୍ଡା ହେବା ପରେ ସେଥିରେ ପୁର ଦେଇ ଗୋଲ ଗୋଲ ଗୁଳା କରନ୍ତୁ। ଏହାପରେ କଡ଼େଇରେ ପାଣି ଗରମ କରନ୍ତୁ। ପାଣି ଟିକେ ଗରମ ହୋଇଗଲେ ଗୁଳାକୁ ସେଥିରେ ପକାନ୍ତୁ। କିଛି ସମୟ ପରେ ସେଗୁଡ଼ିକୁ ସେଥିରୁ କାଢ଼ି ଦିଅନ୍ତୁ। ଏବେ ପ୍ରସ୍ତୁତ ହୋଇଗଲା ଛେନା ପୁରଦିଆ ମଣ୍ଡା ପିଠା।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri