ଆଲିଆଙ୍କ ଲେହେଙ୍ଗାକୁ ଗୋଡରେ ଆଡେଇଲେ ରଣବୀର, ରାଗିଗଲେ ପ୍ରଶଂସକ

ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ରଣବୀର କପୁରଙ୍କୁ ବଲିଉଡର ହିଟ୍‌ ଭାବେ ବିବେଚନା କରାଯାଏ। ଉଭୟଙ୍କ ବ୍ରହ୍ମାସ୍ତ୍ର ଚଳଚ୍ଚିତ୍ର ଏପର୍ଯ୍ୟନ୍ତ ରିଲିଜ ହୋଇନାହିଁ କିନ୍ତୁ ଦୁଇ ବର୍ଷ ହେବ ସେମାନଙ୍କ ସମ୍ପର୍କ ଉପରେ ଆଲୋଚନା ହୋଇଛି। ପ୍ରାୟତଃ ଅନେକ ସମୟରେ ଉଭୟ ପରସ୍ପର ପ୍ରତି ପ୍ରେମ ପ୍ରକାଶ କରୁଥିବା ଦେଖାଯାଏ। ଏହା ମଧ୍ୟ କୁହାଯାଉଛି ଯେ ଖୁବ ଶୀଘ୍ର ଦୁହେଁ ବିବାହ କରିବେ। ତେବେ ଏହି ସମୟ ମଧ୍ୟରେ, ଆଲିଆ ଏବଂ ରଣବୀରଙ୍କର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହା ଦେଖି ଅନେକ ୟୁଜର୍ସ ରାଗିଯାଇଛନ୍ତି।
ଆଲିଆ ଏବଂ ରଣବୀରଙ୍କୁ ଦିପାବଳୀ ଅବସରରେ ଏକାଠି ଦେଖିବାକୁ ମିଳିଥିଲା। ଆଲିଆ ଏକ ବାଇଗଣୀ ଲେହେଙ୍ଗା ପିନ୍ଧିଥିବାବେଳେ ରଣବୀର ଏକ ଏମ୍ବ୍ରୋଡେଡ କୁର୍ତ୍ତାରେ ବହୁତ ସୁନ୍ଦର ଦେଖାଯାଉଥିଲେ। ତାଙ୍କର ଫଟୋ ଏବଂ ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଏହା ଦେଖାଯାଉଛି ଯେ ଆଲିଆ ପାହାଚ ତଳକୁ ଓହ୍ଲାଇବାବେଳେ ତାଙ୍କ ଓଢଣୀ ପଛରେ ରହିଯାଇଛନ୍ତି ଏବଂ ରଣବୀର ତାଙ୍କ ଗୋଡରେ ତାକୁ ଆଡେଇ ଦେଉଥିବା ଦେଖାଯାଇଛି। ୟୁଜର୍ସ ରଣବୀରଙ୍କ ଏହି ଆଚରଣକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ୟୁଜର୍ସମାନେ କହିଛନ୍ତି ଯେ, ରଣବୀର ଆଲିଆଙ୍କୁ ସମ୍ମାନ କରନ୍ତି ନାହିଁ ଏବଂ ତାଙ୍କୁ ସମ୍ମାନ ମଧ୍ୟ ଦେଇ ପାରିବେ ନାହିଁ। ଏପରିକି ଅନେକ ଲୋକ କହିଛନ୍ତି ଯେ ବିବାହ ପୂର୍ବରୁ ଆଲିଆ ରଣବୀରଙ୍କ ସହ ବ୍ରେକଅପ ହୋଇଯିବ।

https://youtu.be/aLdp20bA7wQ


Enter your email to get our daily news in your inbox.

All Right Reserved By Dharitri.Com

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri