Posted inଖେଳ

‘ମୋ ହୃଦୟ ଓ ଆତ୍ମା ଆରସିବି ସହ ଅଛି’

ନୂଆଦିଲ୍ଲୀ,୧।୧୨: ମୁଁ ମୋ ହୃଦୟ ଓ ଆତ୍ମ ସହ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ପାଇଁ ଖେଳିବି। ଏହି ଅଭିଯାନ ଜାରି ରହିଛି। ମୋତେ ଯେତେବେଳେ ଯୋଗାଯୋଗ କରାଗଲା, ମୁଁ ଦ୍ୱିତୀୟ କିଛି ଚିନ୍ତା କରି ନ ଥିଲି। ବର୍ଷ ବର୍ଷ ହେଲା ବାଙ୍ଗାଲୋର ଫ୍ରାଞ୍ଚାଇଜ ସହ ଚମତ୍କାର ଅଭିଯାନ ଜାରି ରହିଛି। ଆରସିବି ଦ୍ୱାରା ଆଗାମୀ ୩ ସିଜନ ପାଇଁ ରିଟେନ ହେବା ପରେ ଏହା କହିଛନ୍ତି ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ ବିରାଟ କୋହଲି।

କୋହଲିଙ୍କ ସହ ଗ୍ଲେନ ମ୍ୟାକ୍ସଓ୍ବେଲ ଓ ମହମ୍ମଦ ସିରାଜଙ୍କୁ ରଖିଛି ବାଙ୍ଗାଲୋର ଫ୍ରାଞ୍ଚାଇଜ। କୋହଲିଙ୍କୁ ୧୫ କୋଟି ଟଙ୍କାରେ ରିଟେନ କରାଯାଇଥିବା ବେଳେ ଗତ ସିଜନରେ ଦଳ ସହ ଯୋଡ଼ି ହୋଇଥିବା ମ୍ୟାକ୍ସଓ୍ବେଲଙ୍କୁ ୧୧ କୋଟି ଟଙ୍କାରେ ରଖାଯାଇଛି। ସେହିଭଳି ୨୦୧୮ରୁ ଆରସିବି ପାଇଁ ଖେଳୁଥିବା ସିରାଜଙ୍କୁ ୭ କୋଟି ଟଙ୍କାରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ପରିମଳ କର୍ମଚାରୀଙ୍କ ଅନର୍ଦ୍ଦିିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ

କବିସୂର୍ଯ୍ୟନଗର,୨୨ା୧୨(କୃପାସିନ୍ଧୁ ସ୍ୱାଇଁ): ୧୦ ମାସର ବକେୟା ଦରମା ପ୍ରଦାନ ଓ ଛଟେଇ ନିଷ୍ପତ୍ତି ପ୍ରତ୍ୟାହାର ଦାବିନେଇ କବିସୂର୍ଯନଗର ଏନ୍‌ଏସିର ପରିମଳ କର୍ମଚାରୀମାନେ ଅନର୍ଦ୍ଦିିଷ୍ଟ କାଳ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri