୨୫ ଦେଶରେ ଓମିକ୍ରନ୍‌ ଆତଙ୍କ, ଲୋକ ସଭାରେ ହେବ ଆଲୋଚନା…

ନୂଆଦିଲ୍ଲୀ,୨।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନାର ନୂତନ ଭାରିଆଣ୍ଟ୍‌ ଇତିମଧ୍ୟରେ ଆମେରିକାେ ସମେତ ୨୫ ଦେଶରେ ପହଞ୍ଚିଛି। ଏନେଇ ସମ୍ପୃକ୍ତ ଦେଶରେ ଆତଙ୍କ ସୃଷ୍ଟି ହୋଇଚି। ଓମିକ୍ରନ୍‌ ବ୍ୟାପିବା ସହିତ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖିବାକୁ ମିଳୁଛି। ତେବେ, ଓମିକ୍ରନ୍‌ ଭାରତରେ ଏପର୍ଯ୍ୟନ୍ତ ଚିହ୍ନଟ ହୋଇନାହିଁ। କିନ୍ତୁ, ଭାରତ ସରକାର ଏ ସମ୍ପର୍କରେ ସତର୍କ ରହିଛନ୍ତି। ଗୁରୁବାର ସଂସଦର ଶୀତ ଅଧିବେଶନରେ ଓମିକ୍ରନ୍‌ ସମ୍ପର୍କରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଲୋଚନା କରିବେ। ଏହା ପୂର୍ବରୁ କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ସରକାରଙ୍କ ସହିତ ବୈଠକ କରିବେ। ପୂର୍ବାହ୍ନ ୧୦ଟାରେ ହେବାକୁ ଥିବା ଏହି ଭିଡିଓ କନଫରେନ୍ସିଂ ବୈଠକରେ ବିମାନବନ୍ଦରର ସ୍ବାସ୍ଥ୍ୟ ଅଧିକାରୀମାନେ ମଧ୍ୟ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ଉପରକୁ ଜୋତା ମାଡ, ଗିରଫ ହୋଇଥିବା ଯୁବକ ଯୋଗୀ ୟୁଥ ବ୍ରିଗେଡର ମେମ୍ବର

ଆଗ୍ରା,୩।୫: ଫତେହାବାଦର ସତୀ ମନ୍ଦିରରେ ଶୋଶିତ ସମାଜ ପାର୍ଟି ପ୍ରାର୍ଥୀ ହୋତମ ସିଂଙ୍କ ସମର୍ଥନ ସଭାରେ ପହଞ୍ଚିଥିବା ରାଷ୍ଟ୍ରୀୟ ଅଧ୍ୟକ୍ଷ ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ଉପରେ...

କେବେ ପ୍ରାର୍ଥିପତ୍ର ଦାଖଲ କରିବେ ମୋଦି, ଏହା ପୂର୍ବରୁ ହେବ ରୋଡ ଶୋ’

ନୂଆଦିଲ୍ଲୀ,୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରପ୍ରଦେଶର ବାରାଣାସୀ ଲୋକ ସଭା ଆସନରୁ ଏମପି। ଭାରତୀୟ ଜନତା ପାର୍ଟି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏଥର ବାରାଣାସୀରୁ ପ୍ରାର୍ଥୀ କରିଛନ୍ତି।...

ଓ୍ବାୟନାଡ, ରାଏବରେଲି ଦୁଇଟି ଆସନରେ ଜିତିଲେବି ଫସିଯିବେ ରାହୁଲ! ଏନି ରାଜା କହିଲେ ଏହା ଅନ୍ୟାୟ ହେବ

ନୂଆଦିଲ୍ଲୀ,୩।୫: ଅନେକ ଦିନ ଅପେକ୍ଷା କରିବା ପରେ କଂଗ୍ରେସ ରାହୁଲ ଗାନ୍ଧୀଙ୍କୁ ରାଏବରେଲିରୁ ପ୍ରାର୍ଥୀ କରିଛି। ଗାନ୍ଧୀ ପରିବାରର ପାରମ୍ପାରିକ ଆସନ ହୋଇଥିବାରୁ ରାହୁଲଙ୍କୁ ଏହି...

ପ୍ରଧାନମନ୍ତ୍ରୀ ମୋଦି ବି ତ ପଳାୟନ କରିଛନ୍ତି: ଜବାବ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୩।୫:ଚଳିତ ଲୋକ ସଭା ନିର୍ବାଚନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ରାଏବରେଲିରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି, ଯାହାକି ୨୦୨୪ ଲୋକ ସଭା ନିର୍ବାଚନର ସବୁଠାରୁ ହଟ...

‘ନିର୍ବାଚନକୁ ଦୃଷ୍ଟିରେ ରଖି ଜାମିନ ବିଚାର କରାଯାଇପାରେ’, କେଜ୍ରିୱାଲଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୩।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଆବେଦନ ଉପରେ ଶୁଣାଣି ବେଳେ ସୁପ୍ରିମକୋର୍ଟ ଇଡିଙ୍କୁ କହିଛନ୍ତି ଯେ ନିର୍ବାଚନ କାରଣରୁ ଅରବିନ୍ଦ କେଜ୍ରିୱାଲଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନକୁ...

ପୁଅ କରଣଙ୍କ ନାମାଙ୍କନ ସମୟରେ ନଜର ଆସିଲେ ନାହିଁ ବ୍ରିଜ ଭୁଷଣ

ନୂଆଦିଲ୍ଲୀ,୩।୫: ନିକଟରେ ଭାଜପା କରଣ ଭୂଷଣ ସିଂଙ୍କୁ କେସିଆରଗଞ୍ଜ ଆସନରୁ ପ୍ରାର୍ଥୀ କରିଥିଲା। ଏବେ କରଣ ଭୂଷଣ ସିଂ ଶୁକ୍ରବାର ତାଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି।...

ରାହୁଲ ଗାନ୍ଧୀଙ୍କୁ ଆମେ ହରାଇ ପାରିବୁ ନାହିଁ ସେ ନିଶ୍ଚିତ ଜିତିବେ, କାହିଁକି ଏମିତି କହିଲେ ହିମନ୍ତ ବିଶ୍ୱ ଶର୍ମା

ନୂଆଦିଲ୍ଲୀ,୩।୫: ବର୍ତ୍ତମାନ ପାକିସ୍ତାନ ୨୦୨୪ ଲୋକ ସଭା ନିର୍ବାଚନରେ ପ୍ରବେଶ କରିଛି। ପୂର୍ବତନ ମନ୍ତ୍ରୀ ଚୌଧୁରୀ ଫୱାଦ ହୁସେନ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା...

ଦେବଗୌଡାଙ୍କ ପୁଅଙ୍କ ଉପରେ ଆସିଲା ଆଉ ଏକ ସଙ୍ଗୀନ ଅଭିଯୋଗ

ନୂଆଦିଲ୍ଲୀ,୩।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଜେଡିଏସ ନେତା ଏଚଡି ଦେବଗୌଡାଙ୍କ ନାତି ଉଜ୍ଜ୍ୱଳ ରେଭାନ୍ନାଙ୍କ ବରୋଧରେ ବଳାତ୍କାର ଅଭିଯୋଗ ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri