Posted inଜାତୀୟ

କଲେଜରେ ପଶିଲା ବାଘ

ନୂଆଦିଲ୍ଲୀ,୨।୧୨: ଉତ୍ତରପ୍ରଦେଶର ଏକ କଲେଜରେ ଛାତ୍ରୀଛାତ୍ରଙ୍କ କ୍ଲାସରୁମ୍‌କୁ ପଶି ଆସିଥିଲା ଏକ ଚିତାବାଘ। ଜଣେ ଛାତ୍ରଙ୍କୁ ଆକ୍ରମଣ କରିବା ପରେ ବାଘକୁ ଏକ କ୍ଲାସ ରୁମ୍‌ରେ ବନ୍ଦ କରି ଦିଆଯାଇଛି। ଏଭଳି ଘଟଣା ଘଟିଛି ଅଲିଗଡ଼ ସ୍ଥିତ ଚୌଧୁରୀ ନିହାଲ ସିଂ ଇଣ୍ଟର କଲେଜରେ।

ବୁଧବାର ସକାଳେ କଲେଜ ପରିସରକୁ ବାଘ ପଶି ଆସିଥିଲା। ବାଘ ଆକ୍ରମଣରେ ଜଣେ ଛାତ୍ର ଆହତ ହୋଇଛନ୍ତି। ହସ୍ପିଟାଲରେ ଚିକିତ୍ସା ପରେ ତାଙ୍କୁ ଘରକୁ ପଠାଇ ଦିଆଯାଇଥିଲା। ବାଘକୁ ୧୦ ନମ୍ବର ରୁମ୍‌ରେ ବନ୍ଦ କରିବା ପରେ ଜଙ୍ଗଲ ଅଧିକାରୀ ଓ ସ୍ଥାନୀୟ ପୋଲିସକୁ ସୂଚନା ଦେଇଥିଲୁ। ବାଘକୁ ଆମେ ସିସିଟିଭି ଜରିଆରେ ମନିଟର କରୁଛୁ ବୋଲି କଲେଜ ପ୍ରିନ୍ସିପାଲ ଯୋଗେଶ ଯାଦବ କହିଛନ୍ତି।

ମୁଁ କ୍ଲାସରୁମ୍‌ରେ ପଶିବା ପରେ ସେଠାରେ ଚିତା ବାଘ ଥିବା ଦେଖିଥିଲି। ପଛକୁ ଫେରିବା ବେଳେ ବାଘ ମୋ ଉପରକୁ ଡିଆଁ ମାରିଥିଲା। ମୋ ହାତ ଓ ବେକକୁ କାମୁଡ଼ି ଦେଇଥିଲା ବୋଲି ବାଘ ଆକ୍ରମଣରୁ ଭାଗ୍ୟବଶତଃ ବଞ୍ଚି ଯାଇଥିବା ଛାତ୍ର ରାଜ ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

ପୁଣିଥରେ ଭାରତକୁ ବଡ଼ ଝଟକା ଦେଲା ଚାଇନା! ଟ୍ରମ୍ପଙ୍କ ଟାରିଫ ମଧ୍ୟରେ ଗୋଟିଏ ବର୍ଷରେ ଦ୍ୱିତୀୟ ଥର ପହଞ୍ଚିଲା…

ବେଜିଂ,୨୦।୧୨: ଚାଇନା ପୁଣିଥରେ ଭାରତ ବିରୁଦ୍ଧରେ ବିଶ୍ୱ ବାଣିଜ୍ୟ ସଂଗଠନ (WTO) ପାଖକୁ ଯାଇଛି। ସୂଚନା ଏବଂ ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା (ICT) ଉତ୍ପାଦ ଉପରେ ଲାଗୁ...

ହିନ୍ଦୁ ଯୁବକଙ୍କ ଉପରେ ଅତ୍ୟାଚାର ମାମଲାରେ ବାଂଲାଦେଶରେ ୭ ଗିରଫ, ବହୁ ଚର୍ଚ୍ଚା ପରେ ଶେଷରେ ନଇଁଲେ ୟୁନୁସ ସରକାର

ଢାକା,୨୦।୧୨: ବାଂଲାଦେଶର ମୈମନସିଂ ଜିଲାରେ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣାରେ ୭ ଜଣଙ୍କୁ ଗିରଫ କରାଯାଇଛି। ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ...

ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ

ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗାଁରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ...

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri