ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୯୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୧୯୩ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୦ ହଜାର ୦୬୦ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୮ ଆକ୍ରାନ୍ତ ଥିବା ବେଳେ ବାଲେଶ୍ୱରରୁ ୩, ବରଗଡରୁ ୨, ଭଦ୍ରକରୁ ୪, ବଲାଙ୍ଗୀରରୁ ୧, କଟକରୁ ୧୨, ଢେଙ୍କାନାଳରୁ ୨, ଗଞ୍ଜାମରୁ ୬, ଜଗତସିଂହପୁରରୁ ୨, ଯାଜପୁରରୁ ୧୪, ଝାରସୁଗୁଡାରୁ ୪, କନ୍ଧମାଳରୁ ୪, କେନ୍ଦ୍ରାପଡାରୁ ୪, କେନ୍ଦୁଝରରୁ ୨ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୧୧, ନୟାଗଡରୁ ୧, ପୁରୀରୁ ୩, ସମ୍ବଲପୁରରୁ ୭, ସୁନ୍ଦରଗଡରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୨୦ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୨୨।୧୨: ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ଆସିଲା ବଡ଼ ଖବର। କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗରେ ଭାଜପା ଜିଲା...

ପୁଣି ଶ୍ରୀମନ୍ଦିର ଫଟୋ ଭାଇରାଲ୍‌: ଜଗନ୍ନାଥପ୍ରେମୀ ଅସନ୍ତୋଷ

ପୁରୀ,୨୨ା୧୨(ଅଜିତ୍‌ କୁମାର ମହାନ୍ତି): ପୁଣିଥରେ ଶ୍ରୀମନ୍ଦିର ଫଟୋ ଭାଇରାଲ୍‌ ହୋଇଛି। ଡ୍ରୋନ୍‌ ସହାୟତାରେ ଶ୍ରୀମନ୍ଦିରର ଫଟୋ ଭାଇରାଲ୍‌ ହୋଇଛି। ଫେସ୍‌ବୁକରେ ଏକ୍ସପ୍ଲୋର ଇଣ୍ଡିଆ ନାମକ ଏକ...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

୭ଦିନ ଜାରି ରହିବ ଶୀତ ଲହରି

ଭୁବନେଶ୍ୱର,୨୨ା୧୨(ବନ୍ଦନା ସେଠୀ): ରାଜ୍ୟରେ ଶୀତ ଲହରି ଜାରି ରହିବ। ଆସନ୍ତା ୭ଦିନ ପର୍ଯ୍ୟନ୍ତ ପାଣିପାଗର କୌଣସି ବିଶେଷ ପରିବର୍ତ୍ତନ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ...

ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ

ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri