ଭିନ୍ନକ୍ଷମ ଶିଶୁମାନଙ୍କୁ କୃତ୍ରିମ ଅଙ୍ଗ ପ୍ରଦାନ

ଅନୁଗୋଳ ଅଫିସ, ୪।୧୨- ଅନୁଗୋଳସ୍ଥିତ ଜେଏସ୍‌ପିଏଲ୍‌ ଫାଉଣ୍ଡେଶନ ପକ୍ଷରୁ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଜିନ୍ଦଲ ନଗର ପରିସରରେ ଥିବା ଆଶା ଦି ହୋପ କେନ୍ଦ୍ର ଠାରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଡିଏସ୍‌ଏସ୍‌ଓ ନାରାୟଣ ମହାପାତ୍ର, ଅନିତା ମିତ୍ତଲ, ଅନିନ୍ଦିତା ବନ୍ଦୋପାଧ୍ୟାୟ, ଓପି ଜିନ୍ଦଲ ସ୍କୁଲ ଅଧ୍ୟକ୍ଷ ଅତନୁ ରଥ, ସିଏମ୍‌ଓ ଜେଏସ୍‌ପିଏଲ୍‌ ଓଏଚ୍‌ସି ଡାକ୍ତର କୃଷ୍ଣ ପ୍ରସାଦ ବେହେରା ଏବଂ ଜିଏମ୍‌ ସିଏସ୍‌ଆର୍‌ ପୁଷ୍ପା ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଦିବ୍ୟାଙ୍ଗମାନଙ୍କ ପାଇଁ ଆୟୋଜିତ ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥିସହ ଶିଶୁମାନଙ୍କୁ କୃତ୍ରିମ ଅଙ୍ଗ ପ୍ରଦାନ କରାଯାଇଥିଲା। ଜେଏସ୍‌ପିଏଲ୍‌ ପ୍ଳାଣ୍ଟ ଓଡିଶା, ଛତିଶଗଡ ଏବଂ ଝାଡଖଣ୍ଡ ପ୍ରକଳ୍ପ ପାଶ୍ୱବର୍ତ୍ତୀ ଗ୍ରାମରେ ବସବାସ କରୁଥିବା ୫ ହଜାରରୁ ଊର୍ଦ୍ଧ୍ୱ ଦିବ୍ୟାଙ୍ଗ ଶିଶୁମାନେ ଆଶା ଦି ହୋପ କେନ୍ଦ୍ର ମାଧ୍ୟମରେ ଲାଭାନ୍ବିତ ହେବା ସହ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇଛନ୍ତି ବୋଲି ଅନୁଷ୍ଠାନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ୁଛି ହାତୀ ଜନିତ କ୍ଷୟକ୍ଷତି

ବଇଣ୍ଡା,୫।୫(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ନିକଟସ୍ଥ ଜଙ୍ଗଲରୁ ଚାଲି ଆସୁଥିବା ହାତୀ ଜମି...

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ...

ଶଙ୍ଖ ଛାଡ଼ିଲେ ପୂର୍ବତନ ବିଧାୟକ

ଛେଣ୍ଡିପଦା,୧ା୫(ଅଜିତ ଧଳ):ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା ବିଜେଡିରୁ ଇସ୍ତଫା ଦେଇଛନ୍ତି। ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ସେ...

‘ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରି ରାଜ୍ୟକୁ ୧ ନମ୍ବର କରିବା’

ଅନୁଗୋଳ,୩୦ା୪ (ଅମିତ କୁମାର ସାମଲ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ):ଓଡ଼ିଶାରେ ପ୍ରଥମ ଥର ଓ କେନ୍ଦ୍ରରେ ତୃତୀୟ ଥର ପାଇଁ ଭାଜପା ସରକାର...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ନିର୍ବାଚନ ଥିବାରୁ ମୁହଁ ଦେଖାଇଲେ ନେତା

ଅନୁଗୋଳ,୨୮।୪ (ଅମିତ କୁମାର ସାମଲ)ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘବର୍ଷ ହେଲା କାର୍ଯ୍ୟ ଚାଲିଥିଲେ ମଧ୍ୟ ଶେଷ...

ଉଚ୍ଛେଦକୁ ୬ ବର୍ଷ ବିତିଲା, ନିର୍ମାଣ ହେଉନି

ବଇଣ୍ଡା,୨୮।୪(ପରିକ୍ଷିତ ସାହୁ)ରାଜପଥ ନିର୍ମାଣ ପାଇଁ କରାଯାଇଥିଲା ଉଚ୍ଛେଦ। ଭଙ୍ଗା ଯାଇଥିଲା ରାସ୍ତା ପାର୍ଶ୍ୱରେ ଥିବା ଅନେକ ଯାତ୍ରୀ ବିଶ୍ରାମାଗାର। ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ମଧ୍ୟ ମାଟିରେ ମିଶାଇ...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri