ନୂଆଦିଲ୍ଲୀ,୯-୭: କେନ୍ଦ୍ର ସରକାର ଅଂଶଧନ ହ୍ରାସ ମାଧ୍ୟମରେ ଚଳିତ ଆର୍ଥିକ ବର୍ଷରେ ପ୍ରାୟ ୧୫ ହଜାର କୋଟି ଟଙ୍କା ଆୟ କରିବାକୁ ପ୍ରୟାସ ଚଳାଇଛନ୍ତି। ଏଥିଲାଗି ୧୮ ରାଷ୍ଟ୍ରାୟତ୍ତ କମ୍ପାନୀ, ସଂସ୍ଥାର ଅଂଶଧନକୁ ୭୫%କୁ ହ୍ରାସ କରାଯିବ ବୋଲି ଅର୍ଥ ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀ ପ୍ରକାଶ କରିଛନ୍ତି। ଉଲ୍ଲେଖଥାଉ କି, ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ବଜେଟ ଉପସ୍ଥାପନ କରି ଚଳିତ ଆର୍ଥିକ ବର୍ଷରେ ରାଷ୍ଟ୍ରାୟତ୍ତ କମ୍ପାନୀ, ସଂସ୍ଥାରୁ ପୁଞ୍ଜି ପ୍ରତ୍ୟାହାର ମାଧ୍ୟମରେ ୧.୦୫ ଲକ୍ଷ କୋଟି ଟଙ୍କା ଆଦାୟ କରାଯିବ ବୋଲି କହିଥିଲେ। ଗତବର୍ଷ ୮୫ ହଜାର କୋଟି ଟଙ୍କା ଆଦାୟ ହୋଇଥିଲା। ସେବିର ନିୟମ ଅନୁଯାୟୀ ସରକାର ତାଲିକାଭୁକ୍ତ ରାଷ୍ଟ୍ରାୟତ୍ତ କମ୍ପାନୀ, ସଂସ୍ଥାରୁ ଅଂଶଧନ ପ୍ରତ୍ୟାହାର କରିନେବେ ବୋଲି ଅଧିକାରୀ ପ୍ରକାଶ କରିଛନ୍ତି। ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ, ସରକାର ରାଷ୍ଟ୍ରାୟତ୍ତ ଜେନେରାଲ ଇନ୍ସ୍ୟୁରାନ୍ସ କର୍ପୋରେଶନ ଅଫ୍ ଇଣ୍ଡିଆ(ଜିଆଇସି), ନ୍ୟୁ ଇଣ୍ଡିଆ ଆସୁରାନ୍ସରୁ ୧୦ ପ୍ରତିଶତ ଲେଖାଏ ଅଂଶଧନ ବିକିବେ। ଫଳରେ ଏ ଦୁଇଟି କମ୍ପାନୀରେ ସରକାରଙ୍କ ଅଂଶଧନ ୭୫%କୁ ଖସିଆସିବ।
ଆଉ ହାତ ମାରିହେବନି, ପୁଣି ଏତେ ବଢିଗଲା ସୁନା ଦର
ନୂଆଦିଲ୍ଲୀ,୧୮।୧୨: ଗୁରୁବାର, ଡିସେମ୍ବର ୧୮ ତାରିଖ, ଭାରତରେ ସୁନା ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ଗୁରୁବାର ରୂପା ମୂଲ୍ୟ ମଧ୍ୟ ପ୍ରତି କିଲୋଗ୍ରାମ ୨.୧୧...
୨୦୩୦ରେ ଅବସର ନେବାକୁ ଥିବା ପ୍ରାଇଭେଟ କର୍ମଚାରୀଙ୍କୁ ମିଳିବ ଏତିକି ଦରମା, ଏମିତି କରନ୍ତୁ ହିସାବ
ନୂଆଦିଲ୍ଲୀ,୧୫।୧୨:ପ୍ରାଇଭେଟ କ୍ଷେତ୍ରର କର୍ମଚାରୀମାନେ ପ୍ରାୟତଃ ସେମାନଙ୍କର ବାର୍ଦ୍ଧକ୍ୟ ସୁରକ୍ଷା ବିଷୟରେ ଚିନ୍ତିତ ଥାଆନ୍ତି। ତଥାପି, ଯଦି ଆପଣଙ୍କର PF କଟାଯାଏ, ତେବେ ନିରାଶ ହେବାର କୌଣସି...
ନଭେମ୍ବରରେ ଦ୍ୱିତୀୟ ମାସ ପାଇଁ ପାଇକାରୀ ମୁଦ୍ରାସ୍ଫୀତି ନକାରାତ୍ମକ
ନୂଆଦିଲ୍ଲୀ,୧୫।୧୨: ସରକାରୀ ତଥ୍ୟ ଅନୁଯାୟୀ, ନଭେମ୍ବର ୨୦୨୫ରେ ପାଇକାରୀ ମୂଲ୍ୟ ସୂଚକାଙ୍କ (WPI) ଭିତ୍ତିକ ମୁଦ୍ରାସ୍ଫୀତି ହାର କ୍ରମାଗତ ଦ୍ୱିତୀୟ ମାସ ପାଇଁ (-) ୦.୩୨...
BSNL ଆଣିଲା ଖୁସିଖବର: ଏଣିକି ଶସ୍ତାରେ ମିଳିବ ଇଣ୍ଟରନେଟ୍ ପ୍ଲାନ୍
ନୂଆଦିଲ୍ଲୀ,୧୫।୧୨: ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ନିରନ୍ତର ଭାବରେ ଏହାର ଉପଭୋକ୍ତାମାନଙ୍କୁ ସୁଲଭ ଯୋଜନା ପ୍ରଦାନ କରୁଛି। ଏହି ପରିପ୍ରେକ୍ଷୀରେ,...
Gold Silver Price: ୨୦ ବର୍ଷରେ ରେକର୍ଡ ଭାଙ୍ଗିଲା ରୂପା ଦର, ଆଜି ପୁଣି ବଢ଼ିଲା ସୁନା
ନୂଆଦିଲ୍ଲୀ,୧୫।୧୨: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ବୃଦ୍ଧି ପାଉଛି । ଯଦି ଦେଖାଯାଏ, ତେବେ ରୂପା ଦର ୧୨ହଜାରରୁ ୨...
SBI, HDFC ଏବଂ ICICI ବ୍ୟାଙ୍କକୁ ନେଇ RBI ଜାରି କଲା ବଡ଼ ଅପଡେଟ, ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ…
ନୂଆଦିଲ୍ଲୀ,୧୩।୧୨:ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଘୋଷଣା କରିଛି ଯେ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI), HDFC ବ୍ୟାଙ୍କ ଏବଂ ICICI ବ୍ୟାଙ୍କ ଘରୋଇ ସିଷ୍ଟମଲିକାଲି ଇମ୍ପୋର୍ଟଣ୍ଟ...
ପ୍ରଥମ ଚାକିରିରୁ ଏହିଥିରେ କରନ୍ତୁ ନିବେଶ, ଯୁବପିଢିଙ୍କୁ ମିଳିବ ମୋଟା ଅଙ୍କର ଟଙ୍କା!
ନୂଆଦିଲ୍ଲୀ,୧୩।୧୨: ଆଜି ଆପଣ କରୁଥିବା ନିବେଶ କାଲି ଖରାପ ସମୟରେ ଆପଣଙ୍କର ସବୁଠାରୁ ଭଲ ବନ୍ଧୁ। ଏହି କାରଣରୁ ସମସ୍ତେ ସଞ୍ଚୟ ଏବଂ ନିବେଶକୁ ପ୍ରାଥମିକତା...
୨୦୦୦, ୩୦୦୦ ଓ ୫୦୦୦ ନିବେଶ କଲେ କେତେ ମିଳିବ ରିଟର୍ଣ୍ଣ? ଜାଣନ୍ତୁ ଏହି ଖାସ୍ ଯୋଜନାର ଲାଭ…
ପୋଷ୍ଟ ଅଫିସ୍ ଆରଡି ଯୋଜନା ଏକ ସୁରକ୍ଷିତ ଏବଂ ଆକର୍ଷଣୀୟ ନିବେଶ ବିକଳ୍ପ ଯେଉଁଥିରେ ଆପଣ ୬.୭% ସୁଧ ହାରରେ ଅଳ୍ପ ପରିମାଣରେ ନିବେଶ କରି...
Archives


