ଏଟିଏମ୍‌ ତାଡି ଟଙ୍କା ଲୁଟୁଥିଲେ ଦୁର୍ବୃତ୍ତ, ଆଉ ଶେଷରେ…

ପାରଳାଖେମୁଣ୍ଡି,୭।୧୨(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି କ୍ରିଷ୍ଣା ସିନେମା ହଲ ନିକଟରେ ଥିବା ଏସ୍‌ବିଆଇ ଏଟିଏମରୁ ସୋମବାର ରାତିରେ ଲୁଟ୍‌ ଉଦ୍ୟମ ହୋଇଛି। ଦୁର୍ବୃତ୍ତ ଏଟିଏମ୍‌ ତାଡ଼ି ଟଙ୍କା ବାହାର କରୁଥିବା ବେଳେ ଖବରପାଇ ପାଟ୍ରୋଲିଂ କରୁଥିବା ପୋଲିସ ୩ ଜଣଙ୍କୁ କାବୁ କରିଥିଲେ। ସେମାନଙ୍କୁ ପଚରାଉଚରା କରାଯାଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri