ସିଡିଏସ୍‌ ବିପିନ ରାଓ୍ବତଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ସିଡିଏସ୍‌ ବିପିନ ରାଓ୍ବତ ଏବଂ ତାଙ୍କ ସ୍ତ୍ରୀ ମଧୁଲିକାଙ୍କ ସମେତ ଅନ୍ୟ ୧୧ ଜଣ ସେନା ଅଧିକାରୀଙ୍କ ବିୟୋଗରେ ଆଜି ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ ହୋଇଛ। ଶୀତ ଅଧିବେଶନର ଅଷ୍ଟମ ଦିନରେ ଗୃହ ଆରମ୍ଭରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଯାହାକୁ ବିରୋଧୀ ଦଳର ମୁଖ୍ୟ ସଚେତକ ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ମଧ୍ୟ ସମର୍ଥନ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପୁଣି ରାଜଧାନୀରେ ବାତିଲ ହେଲା ୧୦୦ ବିମାନ, ଏହି କାରଣରୁ…

ନୂଆଦିଲ୍ଲୀ,୨୦ା୧୨: ଶନିବାର ରାଜଧାନୀ ଦିଲ୍ଲୀରେ ପୁଣି ବହୁ ବିମାନ ବାତିଲ କରାଯାଇଛି। ତେବେ ଘନ କୁହୁଡ଼ି ପାଇଁ ଦିଲ୍ଲୀରେ ୧୦୦ରୁ ଊଦ୍ଧର୍‌ବ ବିମାନ ବାତିଲ କରାଯାଇଛି।...

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ...

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…

ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର...

ତାହେରପୁରରେ ଲ୍ୟାଣ୍ଡ କରିପାରିଲାନି ମୋଦିଙ୍କ ହେଲିକପ୍ଟର, ହଠାତ୍….

ନୂଆଦିଲ୍ଲୀ, ୨୦।୧୨:  ଖରାପ ପାଗ ଯୋଗୁଁ ଲ୍ୟାଣ୍ଡ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର । ଘନ କୁହୁଡ଼ି ଯୋଗୁଁ ପଶ୍ଚିମବଙ୍ଗର ତାହେରପୁରରେ ଅବତରଣ କରିପାରିନଥିଲା।...

ପାକିସ୍ତାନକୁ କଲେ ଖୁବ ପ୍ରଶଂସା, ଟ୍ରମ୍ପଙ୍କୁ କହିଲେ ଶାନ୍ତି ଦୂତ, ରୁବିଓଙ୍କ ବୟାନକୁ ନେଇ ହେଉଛି ଖୁବ ଚର୍ଚ୍ଚା!

ଓ୍ବାଶିଂଟନ,୨୦।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦକୁ ଉଲ୍ଲେଖ କରି ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉବେଳେ ଅଣ୍ଡାମାଡ଼ କଲା ଯୁବ କଂଗ୍ରେସ

ଭୁବନେଶ୍ୱର,୨୦ା୧୨: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ଅଭିଯୋଗରେ ଗର୍ଜନ କରିଛି ଯୁବ କଂଗ୍ରେସ। ରାଜଧାନୀ ଭୁବନେଶ୍ବରରେ ବିକ୍ଷୋଭ ପ୍ରଦର୍ଶନ ସହ ଅଣ୍ଡାମାଡ଼ କରିଛି ଯୁବ...

୧୨ ବର୍ଷ ପରେ ବି ମିଳୁନି ସରକାରୀ ସୁବିଧା, ପ୍ରଶାସନିକ ଅବହେଳାର ଶିକାର ବଳିଆ

ଗଞ୍ଜାମ,୨୦ା୧୨(ଅନାଥ ତରାଇ): ସରକାରୀ ଯୋଜନା କାହା ପାଇଁ? ଯୋଗ୍ୟ ହିତାଧିକାରୀଙ୍କୁ ସୁବିଧା ଯୋଗାଇଦେବା କ୍ଷେତ୍ରରେ ପ୍ରଶାସନିକ ବିଫଳତାର ଏକ ନଗ୍ନଚିତ୍ର ଦେଖିବାକୁ ମିଳିଛି ଗଞ୍ଜାମ ବ୍ଲକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri