ଆଜି ଓଡ଼ିଶାରେ ପହଞ୍ଚିବ ଓଡିଆ ଯବାନ ରାଣାପ୍ରତାପ ଦାସଙ୍କ ପାର୍ଥୀବ ଶରୀର

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଡିସେମ୍ବର ୮ରେ କୁନୁରରେ ଘଟିଥିବା ହେଲିକପ୍ଟର ଦୁର୍ଘଟଣାରେ ‘ସିଡିଏସ’ ବିପିନ ରାୱତଙ୍କ ସମେତ ୧୩ ଜଣ ପ୍ରାଣ ହରାଇଥିଲେ। ମୃତକଙ୍କ ମଧ୍ୟରେ ଥିବା ଓଡିଆ ଯବାନ ରାଣାପ୍ରତାପ ଦାସଙ୍କ ମୃତ ଦେହ ମଧ୍ୟ ମିଳିଥିଲା। ତେବେ ଶନିବାର ତାଙ୍କ ପାର୍ଥୀବ ଶରୀର ଦିଲ୍ଲୀରୁ ଭୁବନେଶ୍ୱର ଆସିବ ବୋଲି ଜଣାପଡିଛି।

ଆଜି ଦିନ ୧ଟା ପରେ ରାଣାପ୍ରତାପଙ୍କ ପାର୍ଥୀବ ଶରୀର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିବ । ସେଠାରେ ତାଙ୍କୁ ଶେଷ ସମ୍ମାନ ଜଣାଯାଇ ତାଙ୍କ ଗାଁ କୃଷ୍ଣଚନ୍ଦ୍ରପୁରକୁ ନିଆଯିବ। ଏହାପରେ ସେଠାରେ ତାଙ୍କ ଶେଷକୃତ ସମ୍ପନ୍ନ ହେବ ବୋଲି ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

UPI ପେମେଣ୍ଟରେ ନୂତନ ସୀମା ନିର୍ଣ୍ଣୟ କରିବ NPCI, ଏପରି ହେଉଛି ଠକେଇ

ନୂଆଦିଲ୍ଲୀ,୨୨।୧୨: ୟୁନିଫାଇଡ୍ ପେମେଣ୍ଟସ୍ ଇଣ୍ଟରଫେସ୍ (UPI) ମାଧ୍ୟମରେ ହେଉଥିବା ଆର୍ଥିକ ଜାଲିଆତିକୁ ରୋକିବା ପାଇଁ ନ୍ୟାସନାଲ ପେମେଣ୍ଟସ୍ କର୍ପୋରେସନ୍ ଅଫ୍ ଇଣ୍ଡିଆ (NPCI) ଏକ ଗୁରୁତ୍ୱପୂର୍ଣ୍ଣ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍‌ ଉପରେ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୨: ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଏହା ସହିତ, ନିୟମାବଳୀରେ ଅନେକ ପରିବର୍ତ୍ତନ ଦେଖାଯିବ ଯାହା...

ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌

ପାଟଣାଗଡ଼,୨୨।୧୨: ବଲାଙ୍ଗୀର ଜିଲା ବେଲପଡ଼ା ଥାନା ପାର୍ଲିମାଲ ଗାଁରେ ଥିବା ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କରୁ ଏକ ବଡ଼ ଧରଣର ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୁର୍ୱୃତ୍ତମାନେ...

ବିନା ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ: ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ଅବହେଳିତ

ଭବାନୀପାଟଣା, ୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସର୍ବପୁରାତନ ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ମୁଖ୍ୟାଳୟ ଭବାନୀପାଟଣା ସହରରେ ଥାଇ ମଧ୍ୟ ଅବହେଳିତ ହୋଇପଡିଛି। ୪୫ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri