ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୩୬ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ ବରଗଡରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟୁମାନଙ୍କ ମା’ଙ୍କ ଏତଲା ପରେ ମୁହଁଖୋଲିଲେ ADCP: କହିଲେ ଜଣଜଣଙ୍କୁ…

କଟକ,୨୩।୧୨: ହ୍ୟୁମାନଙ୍କ ମୃତ୍ୟୁକୁ ନେଇ ମା’ ଶେଫାଳୀ ସୁନାଙ୍କ ଏତଲା ପ୍ରସଙ୍ଗରେ ମୁହଁ ଖୋଲିଲେ ADCP। କଟକ ADCP ଅମରେନ୍ଦ୍ର ପଣ୍ଡାଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି,...

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ: ଜାନୁଆରୀରେ ବଢିଯିବ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ୨୦୨୬ ବର୍ଷ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବାକୁ ଯାଉଛି। ୭ମ ବେତନ କମିଶନର ଅବଧି ୩୧...

ଗାଁକୁ ଫେରୁଥିଲେ ଦୁଇ ସାଙ୍ଗ: କଲେଜ ଛକରେ ହେଲା ବଡ଼ Accident, ଛିଟିକି ପଡିଲେ…

ଗଞ୍ଜାମ,୨୩।୧୨: ଗଞ୍ଜାମ ଜିଲା ଛତ୍ରପୁର କଲେଜ ଛକ ନିକଟ ଜାତୀୟ ରାଜପଥରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ...

କେନାଲ ଭିତରେ ପଡ଼ିଛି ନରକଙ୍କାଳ, ଏଥିରେ ଲାଗିଛି…

ବ୍ରହ୍ମପୁର,୨୩ା୧୨(ସୁବାସ ଚନ୍ଦ୍ର ପାଢ଼hୀ): ଏକ କେନାଲ ଭିତରେ ପଡ଼ିଛି ନରକଙ୍କାଳ। ଏହାକୁ ନେଇ ଏବେ ବ୍ରହ୍ମପୁର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ନିମଖଣ୍ଡି ଥାନା ପୋଲିସ କଙ୍କାଳ...

ବେଆଇନ୍‌ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ: ପହଞ୍ଚିଗଲେ..

କଟକ,୨୩।୧୨: ବେଆଇନ୍‌ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ। ହଠାତ୍‌ ହେଲା ଚଢ଼ାଉ। ଏଭଳି ଘଟଣା ଘଟିଛି କଟକରେ। କଟକର ଏକ ଘରୋଇ ଡାଇଗ୍ନୋଷ୍ଟିକ ସେଣ୍ଟର୍‌ ଉପରେ ଚଢାଉ...

ସ୍ବାମୀଙ୍କ ୫୦୦ରୁ ଅଧିକ ମହିଳାଙ୍କ ସହ ଥିଲା ସମ୍ପର୍କ: ସ୍ତ୍ରୀ ଜାଣିବା ପରେ ଘଟିଲା…

ନୂଆଦିଲ୍ଲୀ,୨୩।୧୨: ବିଶ୍ୱରେ ଏପରି ଅନେକ ଲୋକ ଅଛନ୍ତି, ଯେଉଁମାନଙ୍କର ବିବାହ ସାଥୀଙ୍କୁ ପ୍ରତାରଣା ଯୋଗୁ ଭାଙ୍ଗିଯାଏ। ବିବାହିତ ହେବା ସତ୍ତ୍ୱେ, ସେମାନଙ୍କର ଅନ୍ୟ ପୁରୁଷ କିମ୍ବା...

ବଡ଼ଦିନ ପାଇଁ ଜି.ଉଦୟଗିରିରେ ଫ୍ଲାଗମାର୍ଚ୍ଚ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଜି.ଉଦୟଗିରି,୨୩/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ପର୍ବ ବଡ଼ଦିନ ଖ୍ରୀଷ୍ଟମାସ୍ ଉତ୍ସବ ପାଳନକୁ ଆଉ ଦୁଇ ଦିନ ବାକି ଥିବା ବେଳେ...

ରାଜ୍ୟ ପାଇଁ ଖୁସିଖବର: ମୁଖ୍ୟମନ୍ତ୍ରୀ ପତାକା ହଲାଇ ଶୁଭାରମ୍ଭକଲେ…

ଭୁବନେଶ୍ୱର,୨୩।୧୨: ରାଜ୍ୟବାସୀଙ୍କ ପାଇଁ ଖୁସିଖବର। ୧୦୮ ଆମ୍ବୁଲାନ୍ସ ସେବାରେ ସାମିଲ ହେଲା ୧୫୦ଟି ନୂଆ ଆମ୍ବୁଲାନ୍ସ। ରାଜ୍ୟବାସୀଙ୍କ ସେବାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍ସର୍ଗ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri