ଅନୁସନ୍ଧାନୀ କୁକୁରର ମୃତଦେହ ସତ୍କାର କଲା ପୋଲିସ

ବରଗଡ ଅଫିସ,୧୩।୧୨: ବରଗଡ ଜିଲା ପୋଲିସକୁ ସହଯୋଗ କରି ଆସୁଥିବା ଅନୁସନ୍ଧାନୀ କୁକୁର ଜ୍ୟୋତିର ସୋମବାର ମୃତ୍ୟୁ ହୋଇଛି । ଦୀର୍ଘ ୧୩ ବର୍ଷ ଧରି ମୃତ ଅନୁସନ୍ଧାନୀ କୁକୁର ବରଗଡ ଜିଲା ପୋଲିସକୁ ସହଯୋଗ କରି ଆସୁଥିଲା। ତେବେ ଏହି ଅନୁସନ୍ଧାନୀ କୁକୁରର ମୃତ୍ୟୁ ଜିଲା ପୋଲିସକୁ ବ୍ୟଥିତ କରି ପକାଇଛି। କୁକୁରର ମୃତଦେହକୁ ଜିଲା ପୋଲିସ ସତ୍କାର କରିଛି । ମୃତଦେହ ସତ୍କାର ସମୟରେ ଏସପି ରାହୁଲ ଜୈନଙ୍କ ସମେତ ଅନ୍ୟ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

ଆକାଶରୁ ସିଧା କାର ଉପରେ ଖସିଲା ବିମାନ, ଭାଇରାଲ ହେଲା ଭୟଙ୍କ ଭିଡ଼ିଓ

ଫ୍ଲୋରିଡା,୧୨।୧୨: ଏକ ବିମାନ ଆକାଶରୁ ଖସି ସିଧା ଏକ ଚଳନ୍ତା କାର ଉପରେ ପଡ଼ିଲା। ଆମେରିକାର ଫ୍ଲୋରିଡାରେ ଏକ ଭୟଙ୍କର ଘଟଣା ଘଟିଛି। ବିମାନଟି କାର...

ହେବ ତୃତୀୟ ବିଶ୍ୱଯୁଦ୍ଧ! ଚେତାବନୀ ଦେଲେ ଟ୍ରମ୍ପ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୧୨।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଶାନ୍ତି ଆଲୋଚନାରେ ପ୍ରାୟ ବିରକ୍ତ ହୋଇପଡିଲେଣି। ଅନେକ ପର୍ଯ୍ୟାୟ ବୈଠକ ଅନୁଷ୍ଠିତ...

ପ୍ରଥମ ଥର ପାଇଁ ଚାଞ୍ଚଲ୍ୟକର ମର୍ଡର କଲା ChatGPT! ଘଟଣା ଜାଣିଲେ…

ନୂଆଦିଲ୍ଲୀ,୧୨।୧୨:  ବର୍ତ୍ତମାନ ସମୟରେ ଯୁବପିଢିଙ୍କ ମଧ୍ୟରେ ଚାଟଜିପିଟିର ଲୋକପ୍ରିୟତା ବଢ଼ିବାରେ ଲାଗିଛି । ହେଲେ ଏହାରି ଭିତରେ ଚାଟଜିପିଟିକୁ ନେଇ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି...

ଭାରତ ନିଜସ୍ୱ ବାୟୁ ମାନଦଣ୍ଡ ସ୍ଥିର କରିବ: ବିଶ୍ୱ ପ୍ରଦୂଷଣ ରାଙ୍କିଙ୍ଗକୁ ଗ୍ରହଣ କଲେନି ସରକାର

ନୂଆଦିଲ୍ଲୀ,୧୨।୧୨: ବିଭିନ୍ନ ସଂସ୍ଥା ଦ୍ୱାରା ପ୍ରକାଶିତ ବିଶ୍ୱ ବାୟୁ ଗୁଣବତ୍ତା ରାଙ୍କିଙ୍ଗଗୁଡ଼ିକୁ କୌଣସି ସରକାରୀ କର୍ତ୍ତୃପକ୍ଷ କରୁ ନାହାନ୍ତି। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO)ର ବାୟୁ...

ମାତ୍ର ୧୦୦ ଟଙ୍କାରେ ମିଳିବ ଟି-୨୦ ବିଶ୍ୱକପ ଟିକେଟ୍‌, କେଉଁଠି ଆଉ କେମିତି କରିବେ ବୁକିଂ ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୧୨: ICC ପୁରୁଷ ଟି-୨୦ ବିଶ୍ୱକପର ୧୦ମ ସଂସ୍କରଣ ଫେବୃଆରୀ ୭ ତାରିଖରେ ଆରମ୍ଭ ହେବ। ଏଥିରେ ଏକ ଗ୍ରୁପ ପର୍ଯ୍ୟାୟ, ଏକ ସୁପର ୮...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ପାରଦ ତଳ ମୁହାଁ ଯୋଗୁ ଆଭ୍ୟନ୍ତରୀଣ ଅଞ୍ଚଳରେ ତୁଷାରପାତ

ଜି.ଉଦୟଗିରି, ୧୨/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ବିଗତ ଦୁଇ ସପ୍ତାହ ହେବ ହାଡ଼ଭଙ୍ଗା ଶୀତରେ ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ଶୁକ୍ରବାର...

ବଳଦକୁ ମାରି ଖାଇବା ରାଗରେ କଲରାପତରିଆକୁ ଦେଇଦେଲେ ବିଷ!

ବଣାଇ,୧୨।୧୨(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡ ଅନ୍ତର୍ଗତ ତାମରା ବନାଞ୍ଚଳର କୁସୁମଡ଼ିହି ଖେସାରା ଜଙ୍ଗଲରେ ଏକ ପ୍ରାୟ ୧୨ ବର୍ଷ ବୟସ୍କ ମାଈ କଲରାପତରିଆ ବାଘର ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri