ରଖେ ହରି ମାରେ କିଏ?: ଶ୍ରୀଲଙ୍କା ବିସ୍ଫୋରଣରେ ରକ୍ଷା ପାଇଥିବା ମୂଳ ଭାରତୀୟ ଦମ୍ପତ୍ତି ୨୬/୧୧ ମୁମ୍ବାଇ ଆକ୍ରମଣରେ ମଧ୍ୟ ଥିଲେ ସୁରକ୍ଷିତ

କଲମ୍ବୋ,୨୯।୪: କଥାରେ ଅଛି ରଖେ ହରି ମାରେ କିଏ?। ଏହା ମୂଳ ଭାରତୀୟ ଦମ୍ପତ୍ତି ଅଭିନବ ଚାରି ଏବଂ ତାଙ୍କ ସ୍ତ୍ରୀ ନବରୂପ ଚାରିଙ୍କ ପାଇଁ ସତ୍ୟରେ ପରିଣତ ହୋଇଛି। ଏବେ ଅଭିନବ ଦୁବାଇରେ ରହୁଛନ୍ତି। ସେ ଶ୍ରୀଲଙ୍କାରେ ସିରିଜ୍‌ ବିସ୍ଫୋରଣ ସମୟରେ କଲମ୍ବୋର ସିନ୍‌ମୋନ୍‌ ଗ୍ରାଣ୍ଡ ହୋଟେଲରେ ରହିଥିଲେ। ଏହି ହୋଟେଲକୁ ମଧ୍ୟ ଟାଗେର୍ଟ କରାଯାଇଥିଲା। ଏହି ଦମ୍ପତ୍ତି ଠାକୁରଙ୍କ କୃପାରୁ ରକ୍ଷା ପାଇଥିଲେ। ୨୦୦୮ରେ ନଭେମ୍ବର ୨୬ରେ ହୋଇଥିବା ମୁମ୍ବାଇ ଆକ୍ରମଣ ସମୟରେ ଏହି ଦମ୍ପତ୍ତିଙ୍କର ମଧ୍ୟ କୌଣସି କ୍ଷତି ହୋଇ ନ ଥିଲା। ସେମାନେ ପ୍ରଥମଥର ଦୁବାଇରୁ ୨୦୦୮ରେ ମୁମ୍ବାଇ ଆସିଥିବା ସମୟରେ ଏଭଳି ଘଟଣା ଦେଖିଥିବାବେଳେ ଦ୍ୱିତୀୟ ଥର ୨୦୧୯ରେ କଲମ୍ବୋ ବ୍ୟବସାୟିକ ଯାତ୍ରାରେ ଆସି ଅନୁରୂପ ସ୍ଥିତିର ସମ୍ମୁଖୀନ ହୋଇଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବର୍ଷ ମଧ୍ୟରେ ପ୍ରଥମଥର ଭାରତ ପାଇଁ ଆସିଲା ବଡ଼ ଖବର: ଶୁଣିଲେ ଆମେରିକା ସହ ଚାଇନା, ପାକିସ୍ତାନର ନିଜ ହଜିବ…

ନୂଆଦିଲ୍ଲୀ,୨୯।୧୨: ଏହି ଖବର ଶିଳ୍ପ କ୍ଷେତ୍ରରେ ଏକ ସ୍ବାଗତଯୋଗ୍ୟ ଆଶ୍ୱସ୍ତି। ଆମେରିକାର ଉଚ୍ଚ ଟାରିଫ୍‌ ସତ୍ତ୍ୱେ, ଗତ ଦୁଇ ବର୍ଷ ମଧ୍ୟରେ ଭାରତୀୟ ଶିଳ୍ପ କ୍ଷେତ୍ର...

ବାଂଲାଦେଶରେ ପୁଣି ହିନ୍ଦୁଙ୍କୁ ଟାର୍ଗେଟ୍‌: ପିରୋଜପୁରରେ ପରିବାରକୁ ଜୀଅନ୍ତା ଜାଳିଦେବାକୁ ଉଦ୍ୟମ

ଢାକା,୨୯ା୧୨: ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁ ସମ୍ପ୍ରଦାୟ ଉପରେ ଆକ୍ରମଣ ଥମିବାର ନାଁ ନେଉନାହିଁ। ରବିବାର ପିରୋଜପୁର ଜିଲା ଦୁମରିତାଲା ଗ୍ରାମରେ ଏକ ଭୟଙ୍କର ଘଟଣା ଘଟିଛି।...

ନର୍ସିଂହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଖବରପାଇ...

ବଡ଼ ଟ୍ରେନ ଦୁର୍ଘଟଣା: ୧୩ ମୃତ୍ୟୁ, ଟ୍ରେନ୍‌ରେ ଥିଲେ ୨୪୧ ଯାତ୍ରୀ

ମେକ୍ସିକୋ,୨୯।୧୨: ମେକ୍ସିକୋରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ଦେଶର ଓଆକ୍ସାକା ରାଜ୍ୟରେ ଏକ ଅନ୍ତଃସାଗରୀୟ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୧୩...

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri