‘ଓମିକ୍ରନ’ରୁ ସୁରକ୍ଷା ଦେବ ଟିକା: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସମସ୍ତଙ୍କୁ ଯଥାଶୀଘ୍ର ଟୀକା ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଟିକା ଶତ ପ୍ରତିଶତ କାମ ନ ହେଲେ ବି କ୍ରସ୍‌ ପ୍ରୋଟେକ୍ସନ ଦେବ । ସାମାଜିକ କର୍ମୀ ଟିକା ନେବାକୁ ପ୍ରତି ଗାଁରେ ପ୍ରୋତ୍ସାହିତ କରନ୍ତୁ ବୋଲି ସେ କହିଛନ୍ତି। ଆହୁରି ମଧ୍ୟ କହିଛନ୍ତି ଯେ, ଯେଉଁ ବ୍ଲକରେ ଟିକା ଲୋକେ ନେଉନାହାନ୍ତି ଟାସ୍କଫୋର୍ସ ଅନୁଧ୍ୟାନ କରୁଛି। ଗାଁରେ ଟିକା ନେଇ ନ ଥିବା ଲୋକଙ୍କୁ ଚିହ୍ନଟ ପାଇଁ ସିଡିଏମ୍‌ଓଙ୍କୁ କୁହାଯାଇଛି।
୪ କୋଟି ୬୨ ଲକ୍ଷ ଡୋଜ ଦିଆ ସରିଲାଣି । ୮୭.୪ ପ୍ରତିଶତ ପ୍ରଥମ ଡୋଜ ଦିଆ ସରିଛି । ପ୍ରାୟ ୪୦ ଲକ୍ଷ ଲୋକ ଟିକା ନେଇନାହାନ୍ତି ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀରେ ୪୦ ଡେଇଁଲା ତାତି

ଭୁବନେଶ୍ୱର,୩।୫: ୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀ ଭୁବନେଶ୍ୱରରେ ତାତି ୪୦ ଡିଗ୍ରୀ ଡେଇଁଛି। ଆଜି ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରରେ ୪୧.୬ ଡିଗ୍ରୀ...

ଓଡିଶା ଆସୁଛନ୍ତି ମୋଦି, ୫ରେ ୩ବଡ଼ ନେତାଙ୍କ ହାଇଭୋଲଟେଜ ପ୍ରଚାର

ଭୁବନେଶ୍ୱରଳ,୩।୫: ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ଥିବାବେଳେ ଜୋରଦାର ପ୍ରଚାର ପାଇଁ ଲାଗି ପଡିଛନ୍ତି ୩ ଦଳ। ଅନ୍ୟପଟେ ଦଳର ହେଭିଓ୍ବେଟ ନେତା ବ୍ୟାକ୍‌...

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

କଂଗ୍ରେସ ଶାସନକୁ ଆସିଲେ ଚାଷୀଙ୍କ ଋଣଛାଡ଼, ମହିଳାଙ୍କୁ ମାସିକ ମିଳିବ ୮,୫୦୦ ଟଙ୍କା: ଓଡ଼ିଶାରେ ରାହୁଲଙ୍କ ୫ ଗ୍ୟାରେଣ୍ଟି

ଭୁବନେଶ୍ୱର,୩।୫: ଶୁକ୍ରବାର ରାୟଗଡ଼ା ସମାବେଶକୁ ଭର୍ଚୁଆଲ ମୋଡରେ ସମ୍ବୋଧନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଜନସଭାରେ ଓଡ଼ିଶାବାସୀଙ୍କୁ ୫ ଗ୍ୟାରେଣ୍ଟି କଥା କହିଛନ୍ତି। କଂଗ୍ରେସ...

ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିବେ ଖାରବେଳ, କଲେ ଘୋଷଣା

ଭୁବନେଶ୍ୱର,୩।୫: ବାଲେଶ୍ୱର ସଂସଦୀୟ କ୍ଷେତ୍ରରୁ ସ୍ବାଧୀନ ଭାବେ ନିର୍ବାଚନ ଲଢିବାକୁ ଘୋଷଣା କଲେ ଖାରବେଳ ସ୍ବାଇଁ। ବାଲେଶ୍ୱରରୁ ଭାଜପା ଟିକେଟ୍‌ ପାଇଁ ଖାରବେଳ ଆଶାୟୀ ଥିଲେ।...

ନାମାଙ୍କନପତ୍ର ଦାଖଲ କଲେ ଦୀପାଳି

ଭୁବନେଶ୍ୱର,୩।୫: ଝାରସୁଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଶନିବାର ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସରବାହଲରୁ ବହୁ ସମର୍ଥକଙ୍କୁ ନେଇ ବିରାଟ...

ଶନିବାର ଓଡ଼ିଶା ଆସିବେ ଜୟଶଙ୍କର

ଭୁବନେଶ୍ୱର,୩।୫: ଶନିବାର ଓଡ଼ିଶା ଆସିବେ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର। ବୈଦେଶିକ ମନ୍ତ୍ରୀ ୪ ଓ ୫ ଦୁଇଦିନ ରହିବେ। ଭୁବନେଶ୍ୱର, କଟକ ଏବଂ ସମ୍ବଲପୁରରେ ଏକ...

କଂଗ୍ରେସ ପ୍ରାର୍ଥୀ ପ୍ରତିଭା ଭରିଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ପ୍ରତିଭା ମଞ୍ଜରୀ ନାୟକ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେ ନିଜ ସମର୍ଥନ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri