Posted inଖେଳ

ରୋହିତଙ୍କ ବିନା ସିରିଜ୍‌ ଜିତିବା କଷ୍ଟକର

ମୁମ୍ବାଇ,୧୫।୧୨: ଆସନ୍ତା ୨୬ ତାରିଖରୁ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଆରମ୍ଭ ହେବାକୁ ଥିବା ଟେଷ୍ଟ ସିରିଜ୍‌ରୁ ଆହତ ହୋଇ ବାଦ୍‌ ପଡ଼ିଛନ୍ତି ରୋହିତ ଶର୍ମା। ଉପ ଅଧିନାୟକଙ୍କ ଅନୁପସ୍ଥିତି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ପାଇଁ ଟେଷ୍ଟ ସିରିଜ୍‌ ଜିତିବାର ସମ୍ଭାବନା କମ୍‌ ଥିବା କହିଛନ୍ତି ପୂର୍ବତନ ବ୍ୟାଟର ଆକାଶ ଚୋପ୍ରା।

“ରୋହିତଙ୍କ ଅନୁପସ୍ଥିତି ଭାରତୀୟ ଦଳ ଖୁବ୍‌ ଅନୁଭବ କରିବ। ତାଙ୍କ ବିନା ଭାରତର ଜିତିବା ଆଶା କମ। କାରଣ ସେ ୨୦୨୧ରେ ଶ୍ରେଷ୍ଠ ଭାରତୀୟ ବ୍ୟାଟର। ରୋହିତ ଓ ରାହୁଲ ଦଳକୁ ଭଲ ଆରମ୍ଭ ଦେବାରୁ ଇଂଲଣ୍ଡରେ ଟିମ୍‌ ଇଣ୍ଡିଆ ସଫଳ ହୋଇଥିଲା। ସେ ଯେଉଁଭଳି ବ୍ୟାଟିଂ କରୁଥିଲେ, ଲାଗୁଥିଲା ସେ ଟେଷ୍ଟ କ୍ରିକେଟ ପ୍ରେମରେ ପଡ଼ିଛନ୍ତି। ଯଦି ସେ ଦଳରେ ନାହାନ୍ତି, ତେବେ ଭାରତୀୟ ଦଳକୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ” ବୋଲି କ୍ରିକେଟରରୁ ଭାଷ୍ୟକାର ପାଲଟିଥିବା ଚୋପ୍ରା ତାଙ୍କ ୟୁଟ୍ୟୁବ ଚ୍ୟାନେଲରେ କହିଛନ୍ତି। ଉଲ୍ଲେଖଯୋଗ୍ୟ, ଚଳିତ ବର୍ଷ ୧୧ ଟେଷ୍ଟ ଖେଳିଥିବା ରୋହିତ ୪୭.୬ ହାରରେ ୯୧୧ ରନ୍‌ କରିଛନ୍ତି। ଏଥିରେ ୨ ଶତକ ଓ ଅର୍ଦ୍ଧଶତକ ରହିଛି।

ରୋହିତଙ୍କ ଅନୁପସ୍ଥିତିରେ ଯଶପ୍ରୀତ ବୁମରା କିମ୍ବା ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଟେଷ୍ଟ ଦଳର ଉପ ଅଧିନାୟକ ଭାର ଦିଆଯାଇପାରେ ବୋଲି ଆକଳନ କରିଛନ୍ତି ଆକାଶ। ତାଙ୍କ ମତରେ ବରିଷ୍ଠତା ଆଧାରରେ ଟିମ୍‌ ମ୍ୟାନେଜମେଣ୍ଟ ଏହି ଦୁଇ ଖେଳାଳିଙ୍କ ମଧ୍ୟରୁ ଜଣଙ୍କୁ ଉପଅଧିନାୟକ କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri