Posted inଜାତୀୟ

ପ୍ରଥମ ଥର ଲାଗି ଜାଗୋଡିହରେ ଖୋଲିଛି ମତଦାନ କେନ୍ଦ୍ର

ପାଲାମୁ,୨୯।୪: ଝାଡ଼ଖଣ୍ଡର ପାଲାମୁ ନିର୍ବାଚନ ମଣ୍ଡଳୀରେ ଥିବା ଜାଗୋଡିହ ଅଞ୍ଚଳରେ ପ୍ରଥମ ଥର ଲାଗି ୨୪୯ ବୁଥ୍‌ରେ ମତଦାନ କରାଯାଉଛି। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଏଠାରେ ମତଦାନ କରାଯାଉଥିବା ଜଣାପଡିଛି। ପାଲାମୁ ଜିଲା ମୁଖ୍ୟାଳୟଠାରୁ ଏହା ୩୦ କିଲୋମିଟର ଦୂରରେ ଅବସ୍ଥିତ। ଜଙ୍ଗଲ ସହ ପାହାଡ଼ ପର୍ବତରେ ଘେରା ଜାଗୋଡିହା। ମାଓବାଦୀଙ୍କ ଏହା ପେଣ୍ଠସ୍ଥଳ ହୋଇଥିବାରୁ ଏଠାରେ କେବେ ମତଦାନ କେନ୍ଦ୍ର ଖୋଲାଯାଇ ନ ଥାଏ। ତେବେ ସେଠାକାର ଜଣେ ମତଦାତା ପର୍ଶୁରାମ କୁହନ୍ତି ଏବେ ଆଉ ଏଠାରେ ମାଓବାଦୀଙ୍କ ଭୟ ନାହିଁ। ହେଲେ ଏହା ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଏଠି ପହଞ୍ଚିବା କାଠିକର ପାଠ ହୋଇଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri