Posted inଖେଳ

ସୌରଭ-ବିରାଟଙ୍କୁ କପିଲଙ୍କ ପରାମର୍ଶ, ଦକ୍ଷିଣ ଆଫ୍ରିକା ଗସ୍ତ କଥା ଚିନ୍ତା କର…

ନୂଆଦିଲ୍ଲୀ, ୧୬।୧୨: ପୂର୍ବତନ ଭାରତୀୟ କ୍ରିକେଟର କପିଲ ଦେବ ବିସିସିଆଇର ସଭାପତି ସୌରଭ ଗାଙ୍ଗୁଲି ଏବଂ ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲିଙ୍କୁ ପରାମର୍ଶ ଦେଇଛନ୍ତି। ପରସ୍ପର ପ୍ରତି ଦୋଷାରୋପ କରିବା ଉଚିତ୍‌ ନୁହେଁ ବୋଲି ସେ କହିଛନ୍ତି। ଏବିପି ନ୍ୟୁଜ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ କପିଲ ଦେବ କହିଛନ୍ତି, ‘ମିଡିଆରେ ଆସିବା ଏବଂ ଏପରି ଆଙ୍ଗୁଠି ଉଠାଇବା ଠିକ ନୁହେଁ। ଦକ୍ଷିଣ ଆଫ୍ରିକା ଗସ୍ତ କଥା ଚିନ୍ତା କରିବା ଶ୍ରେୟସ୍କର ହେବ ବୋଲି ସେ କହିଛନ୍ତି।

ବୋର୍ଡ ସଭାପତି ତାଙ୍କ ସ୍ଥାନରେ ଅଛନ୍ତି, ସେହିପରି ଟିମ ଇଣ୍ଡିଆର ଅଧିନାୟକ ହେବା ମଧ୍ୟ ଏକ ବଡ଼ କଥା। କିନ୍ତୁ ସର୍ବସାଧାରଣରେ ପରସ୍ପର ଉପରେ କାଦୁଆ ଫିଙ୍ଗିବା ଠିକ ନୁହେଁ। ସୌରଭ କିମ୍ବା ବିରାଟ ହୁଅନ୍ତୁ, ଉଭୟ ଏଭଳି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ଜରୁରୀ। ଏପରିସ୍ଥଳେ ଦେଶ ବିଷୟରେ ଚିନ୍ତା କରିବା ଭଲ ହେବ ବୋଲି କପିଲ କହିଛନ୍ତି।

କପିଲ ଦେବ ଏହା ମଧ୍ୟ କହିଛନ୍ତି ଯେ ଭୁଲ କଣ ତାହା ପରବର୍ତ୍ତୀ ସମୟରେ ହିଁ ଜଣା ପଡିବ। କିନ୍ତୁ ଯଦି ସାମ୍ନାକୁ ଆସି ଏପରି କୁହାଯାଏ ତେବେ ମୁଁ ଭାବୁଛି ଏହା ଠିକ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାରତ-ପାକିସ୍ତାନ ମହାମୁକାବିଲା: ଜାଣନ୍ତୁ କେବେ, କେଉଁଠି ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ କ୍ରିକେଟ ଏସିଆ କପ ୨୦୨୫ ଡିସେମ୍ବର ୧୨ରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ଦିନରେ ଦୁଇଟି ମ୍ୟାଚ ଖେଳାଯିବ। ଆୟୁଷ...

ପାକିସ୍ତାନ ସହ ପ୍ରତିରକ୍ଷା ଚୁକ୍ତି ଭିତରେ ଭାରତକୁ କଡ଼ା ବାର୍ତ୍ତା ଦେଲେ ଟ୍ରମ୍ପ? F-16ର ଶକ୍ତି ବଢାଇବ ଆମେରିକା

ଓ୍ବାଶିଂଟନ,୧୧।୧୨: ଆମେରିକା ପାକିସ୍ତାନକୁ ଏହାର F-16 ଲଢ଼ୁଆ ବିମାନକୁ ଅପଗ୍ରେଡ କରିବା ପାଇଁ ୬୮୬ ଡଲାର ନିୟୁତ (ପ୍ରାୟ ୫,୮୦୦କୋଟି) ମୂଲ୍ୟର ଉନ୍ନତ ପ୍ରଯୁକ୍ତିବିଦ୍ୟା ଏବଂ...

ସଂସଦରେ ସ୍ପିକର ହଲାଇଲେ ଟଙ୍କା! ଏକ ଡଜନରୁ ଅଧିକ ସାଂସଦ କହିଲେ …

ଇସଲାମାବାଦ,୧୧।୧୨: ପାକିସ୍ତାନରେ ରାଜନେତାମାନେ ପ୍ରାୟତଃ ନିଜ ଭାଷଣରେ ସଚ୍ଚୋଟତା ଏବଂ ନ୍ୟାୟର କଥା କୁହନ୍ତି, କିନ୍ତୁ ଯେତେବେଳେ ପ୍ରକୃତ ପରୀକ୍ଷାର କଥା ଆସେ, ସାଂସଦମାନଙ୍କ କାର୍ଯ୍ୟ...

ରୋଷେଇ ଘରେ ଅସ୍ତ୍ର ଅଛି, ଭାଜପାକୁ…ମହିଳାଙ୍କୁ ଉସ୍‌କାଇଲେ ଦିଦି

କୋଲକାତା,୧୧।୧୨: ପଶ୍ଚିମବଙ୍ଗରେ SIRକୁ ନେଇ ରାଜନୀତି ସରଗରମ ହୋଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟର ମହିଳାମାନଙ୍କୁ ଭୋଟର ତାଲିକା ସମୀକ୍ଷା ସମୟରେ ଯଦି ସେମାନଙ୍କ ନାମ...

IPL Auctionରେ ଏହି ୩ ଖେଳାଳିଙ୍କୁ କିଣିବା ପାଇଁ କୌଣସି ସୀମା ପର୍ଯ୍ୟନ୍ତ ଯାଇପାରେ CSK

ନୂଆଦିଲ୍ଲୀ,୧୧।୧୨: IPL ୨୦୨୬ ପାଇଁ ମିନି ନିଲାମ ଡିସେମ୍ବର ୧୬ରେ ଆବୁଧାବିରେ ଅନୁଷ୍ଠିତ ହେବ। ଚେନ୍ନାଇ ସୁପର କିଙ୍ଗ୍ସ ନିଲାମରେ ୪୩.୪କୋଟି ଟଙ୍କା ଉପଲବ୍ଧ ଅଛି,...

ଡାଇବେଟିସ ରୋଗୀଙ୍କ ପାଇଁ ଖୁସି ଖବର, ସର୍ଜରୀରେ ରୋଗ ଭଲ ହେବା ନେଇ ଏମ୍ସ ଡାକ୍ତରଙ୍କ ଘୋଷଣା

ନୂଆଦିଲ୍ଲୀ,୧୧।୧୨: ପୂର୍ବରୁ ଏକ କଥା ଥିଲା ଯେ, ଯେଉଁ ବ୍ୟକ୍ତିଙ୍କୁ ଥରେ ଡାଇବେଟିସ ହୁଏ ତାହା ଜୀବନସାରା ରହିଯାଇଥାଏ । ଆଜି ପର୍ଯ୍ୟନ୍ତ ଡାଇବେଟିସର କୌଣସି...

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

କିଏ ଜିତିବ ଦ୍ୱିତୀୟ ଟି-୨୦ ମ୍ୟାଚ? ଅଙ୍କରେ କିଏ ପଡ଼ିଲା ଭାରି ଭାରତ ନା ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଆଜି, ଗୁରୁବାର, ଡିସେମ୍ବର ୧୧, ମୁଲାନପୁରର ନୂତନ ଚଣ୍ଡିଗଡ଼ସ୍ଥିତ ମହାରାଜା ଯାଦବୀନ୍ଦ୍ର ସିଂହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri