Posted inଖେଳ

ଷ୍ଟେଇନଙ୍କ ସହ ଯୋଗାଯୋଗରେ ସନରାଇଜର୍ସ

ମୁମ୍ବାଇ,୧୬।୧୨: ଚଳିତ ବର୍ଷ ଅଗଷ୍ଟରେ ଅନ୍ତର୍ଜାତୀୟ ଓ ଫ୍ରାଞ୍ଚାଇଜ କ୍ରିକେଟରୁ ଅବସର ନେଇସାରିଥିବା ଡେଲ ଷ୍ଟେଇନଙ୍କୁ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ନୂଆ ଦାୟିତ୍ୱ ମିଳିବାକୁ ଯାଉଛି। ତାଙ୍କୁ ବୋଲିଂ କୋଚ୍‌ ଭାବେ ନିଯୁକ୍ତ କରିବାକୁ ଯାଉଛି ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌)। ଏ ସମ୍ପର୍କରେ ଆସନ୍ତା ସପ୍ତାହରେ ଆଇପିଏଲ ଫ୍ରାଞ୍ଚାଇଜ ପକ୍ଷରୁ ବିଧିବଦ୍ଧ ଘୋଷଣା କରାଯାଇପାରେ ବୋଲି ଆଶା କରାଯାଉଛି।

ନିଜ ସମୟରେ ଅନ୍ୟତମ ଶ୍ରେଷ୍ଠ ପେସର ବିବେଚିତ ହେଉଥିବା ଷ୍ଟେଇନ ୯୩ ଟେଷ୍ଟରେ ୪୩୯ ଉଇକେଟ ନେଇଥିଲେ। ପୂର୍ବତନ ଦକ୍ଷିଣ ଆଫ୍ରିକୀୟ ଖେଳାଳି ଟମ୍‌ ମୁଡିଙ୍କ ସହ କାର୍ଯ୍ୟ କରିବେ, ଯିଏକି ଫ୍ରାଞ୍ଚାଇଜର ମୁଖ୍ୟ କୋଚ୍‌ ଦାୟିତ୍ୱରେ ଅଛନ୍ତି। କ୍ୟାରିୟରରରେ ୧୨୫ ଦିନିକିଆ (୧୯୬ ଉଇକେଟ) ଓ ୪୭ ଟି୨୦ (୬୪ ଉଇକେଟ) ଖେଳିଥିବା ଷ୍ଟେଇନ ଆଇପିଏଲରେ ଡେକାନ ଚାର୍ଜର୍ସ, ସନରାଇଜର୍ସ ହାଇଦ୍ରାବାଦ, ଗୁଜରାଟ ଲାୟନ୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ଖେଳିଥିଲେ। ତାଙ୍କ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। କିନ୍ତୁ ତାଙ୍କ ସହ ପୂର୍ବତନ ଭାରତୀୟ ଅଲରାଉଣ୍ଡର ହେମଙ୍ଗ ବଦାନି ମଧ୍ୟ ହାଇଦ୍ରାବାଦ୍‌ କୋଚିଂ ଷ୍ଟାଫରେ ସାମିଲ ହୋଇପାରନ୍ତି ବୋଲି ଆଇପିଏଲ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri