ତାମିଲନାଡୁ,୧୭।୧୨: ତାମିଲନାଡୁର ଥିରୁନେଲଭେଲି ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଘରୋଇ ବିଦ୍ୟାଳୟରେ ଶୌଚାଳୟର କାନ୍ଥ ଭୁଶୁଡ଼ିବା ଯୋଗୁ ୩ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ତିନିଜଣ ଆହତ ହୋଇଛନ୍ତି। ପୋଲିସ ଅଧିକାରୀ ଏବଂ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ତଦାରଖ କରୁଛନ୍ତି।
ତାମିଲନାଡୁ,୧୭।୧୨: ତାମିଲନାଡୁର ଥିରୁନେଲଭେଲି ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଘରୋଇ ବିଦ୍ୟାଳୟରେ ଶୌଚାଳୟର କାନ୍ଥ ଭୁଶୁଡ଼ିବା ଯୋଗୁ ୩ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ତିନିଜଣ ଆହତ ହୋଇଛନ୍ତି। ପୋଲିସ ଅଧିକାରୀ ଏବଂ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ତଦାରଖ କରୁଛନ୍ତି।
କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...
ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...
ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...
ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...
ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...
ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...
ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...
ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...
