Posted inଖେଳ

ଅଧରାତିରେ ଏମିତି କାମ କରୁଥିଲେ ଷ୍ଟିଭ୍‌ ସ୍ମିଥ୍‌: ଧରିଦେଲେ ସ୍ତ୍ରୀ

ଆଡିଲେଡ,୧୯।୧୨:ଆଶେସ ସିରିଜରେ ଅଷ୍ଟ୍ରେଲିଆ ଦଳ ଏକ ଭଲ ସ୍ଥିତିରେ ଅଛି। ପ୍ରଥମ ଟେଷ୍ଟ ମ୍ୟାଚ ଜିତିବା ପରେ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଅଷ୍ଟ୍ରେଲିଆର ସ୍ଥିତି ମଜଭୁତ ରହିଛି। ଆଡିଲେଡରେ ଖେଳାଯାଉଥିବା ଦ୍ୱିତୀୟ ଆଶେସ ଟେଷ୍ଟରେ ଅଷ୍ଟ୍ରେଲିଆ ୪୭୩ରେ ପ୍ରଥମ ଇନିଂସ ଘୋଷଣା କରିଥିଲା । ଏହାର ଜବାବରେ ଇଂଲଣ୍ଡ ପ୍ରଥମ ଇନିଂସରେ ମାତ୍ର ୨୩୬ ରନ ସ୍କୋର କରିପାରିଛି। ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆ ୨୩୭ ରନର ଅଗ୍ରଣୀ ହାସଲ କରିଥିଛି। ଚତୁର୍ଥ ଦିନର ଖେଳ ପୂର୍ବରୁ, ବାକି ଖେଳାଳିମାନେ ଶାନ୍ତିରେ ଶୋଇଥିବାବେଳେ, ହୋଟେଲ ରୁମରେ, ଅଧିନାୟକ ଷ୍ଟିଭ ସ୍ମିଥ ଅନ୍ୟ କିଛି କାର୍ଯ୍ୟରେ ବ୍ୟସ୍ତ ଥିଲେ। ପ୍ୟାଟ କମିନ୍ସଙ୍କ ଅନୁପସ୍ଥିତିରେ ସ୍ମିଥଙ୍କୁ ଏହି ମ୍ୟାଚରେ ଅଧିନାୟକ ଦାୟିତ୍ୱ ଦିଆଯାଇଛି।
ଭେଟେରାନ ବ୍ୟାଟ୍ସମ୍ୟାନ ସ୍ମିଥ ମଧ୍ୟରାତ୍ରିରେ ହୋଟେଲ ରୁମ୍‌ରେ ବ୍ୟାଟିଂ ଅଭ୍ୟାସ କରୁଥିବା ଦେଖାଯାଇଥିଲା। ତାଙ୍କ ସ୍ତ୍ରୀ ଡାନି ୱିଲିସ ଇନଷ୍ଟାଗ୍ରାମରେ ଏହି ଭିଡିଓ ଶେୟାର କରିଛନ୍ତି। ଚତୁର୍ଥ ଦିନର ଖେଳ ପୂର୍ବରୁ ସ୍ମିଥ ତାଙ୍କର ନୂତନ ବ୍ୟାଟ ପରୀକ୍ଷା କରୁଥିବା ଦେଖାଯାଇଥିଲା। ତେବେ ଏହା ପ୍ରଥମ ଘଟଣା ନୁହେଁ, ମଧ୍ୟରାତ୍ରିରେ ସ୍ମିଥ ତାଙ୍କ ବ୍ୟାଟିଂ ଅଭ୍ୟାସ ପ୍ରାୟତଃ କରନ୍ତି। ତାଙ୍କର ସାଥୀ ଖେଳାଳିମାନେ ଏହାକୁ ଅନେକ ଥର ପ୍ରକାଶ କରିଛନ୍ତି । ସ୍ମିଥ ତାଙ୍କ ଇନଷ୍ଟାଗ୍ରାମ ଷ୍ଟାଟସରେ ଏହି ଭିଡିଓ ଶେୟାର କରିଛନ୍ତି ଏବଂ ଲେଖିଛନ୍ତି ଯେ ଡାନି ୱିଲିସ ମୋତେ ପୁଣି ଧରିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri