Posted inଜାତୀୟ

ଭୋଟ ବ୍ୟାଙ୍କ ପାଇଁ ୭୦ ବର୍ଷ ଧରି ଲୋକଙ୍କୁ ଜାଣିଶୁଣି ଗରିବ ରଖାଯାଇଥିଲା: କେଜ୍ରିଓ୍ବାଲ…

ନୂଆଦିଲ୍ଲୀ, ୧୯।୧୨: ଦେଶର ଲୋକଙ୍କୁ ଜାଣିଶୁଣି ୭୦ ବର୍ଷ ପର୍ଯ୍ୟନ୍ତ ଗରିବ ରଖାଯାଇଥିଲା। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଜନୈତିକ ଦଳଗୁଡ଼ିକୁ ଟାର୍ଗେଟ କରି ରବିବାର ଏଭଳି କହିଛନ୍ତି। ଦେଶରୁ ଦାରିଦ୍ର୍ୟ ଦୂର ହୋଇପାରିଥାନ୍ତା। କିନ୍ତୁ ଜାଣିଶୁଣି ଭୋଟବ୍ୟାଙ୍କ ବଜାୟ ରଖିବା ଲାଗି କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିଲା।

ସେ କହିଛନ୍ତି ଯେ ଏଥର ସରକାରୀ ବିଦ୍ୟାଳୟଗୁଡ଼ିକର ଫଳାଫଳ ୯୯.୭ ପ୍ରତିଶତ ହୋଇଛି। ୨.୫ ଲକ୍ଷ ପିଲା ଘରୋଇ ବିଦ୍ୟାଳୟରୁ ଆସି ସରକାରୀ ବିଦ୍ୟାଳୟରେ ନାମ ଲେଖାଇଛନ୍ତି। ଯେତେବେଳେ ବିଦ୍ୟାଳୟଗୁଡ଼ିକ ଭଲ ହୋଇପାରିଲା, ୭୦ ବର୍ଷରେ ଲୋକଙ୍କ ଆର୍ଥିକ ସ୍ଥିତିରେ ମଧ୍ୟ ସୁଧାର ଆସି ପାରିଥାନ୍ତା।

ପୂର୍ବ ରାଜନୈତିକ ଦଳର ସରକାର ସେମାନେ ଜାଣିଶୁଣି ପଦକ୍ଷେପ ଗ୍ରହଣ କରି ନାହାଁନ୍ତି। ସେମାନେ ଚାହୁଁଥିଲେ ଦେଶ ଗରିବ ହୋଇ ରହୁ। ପୂର୍ବ ସରକାରଙ୍କୁ ଟାର୍ଗେଟ କରି କେଜ୍ରିୱାଲ କହିଛନ୍ତି ଯେ ୭-୮ ବର୍ଷର ଅଭିଜ୍ଞତାରୁ ଆମେ ଜାଣି ପାରିଛୁ ଯେ, ଦେଶର ବିଭିନ୍ନ ଅନୁଷ୍ଠାନଗୁଡିକ ଜାଣିଶୁଣି ପଛରେ ରହିଯାଇଛି।

ଆମେ ୬ ବର୍ଷ ମଧ୍ୟରେ ସରକାରୀ ବିଦ୍ୟାଳୟର ସ୍ଥିତିକୁ ସୁଦୃଢ଼ କରିଛୁ। ଦେଶର ବିକାଶ ଲାଗି ଆମକୁ ଦେଶବ୍ୟାପୀ ଅଭିଯାନ ଚଳାଇବାକୁ ପଡ଼ିବ। ସ୍ବାସ୍ଥ୍ୟ ସେବାଠାରୁ ଆରମ୍ଭ କରି ଶିକ୍ଷା ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ଦେଶକୁ ଆଗେଇ ନେବାକୁ ପଡ଼ିବ ବୋଲି ସେ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେଠି ପ୍ରାର୍ଥୀ କେ.ଏଲ ଶର୍ମାଙ୍କ ବିସ୍ପୋରକ ବୟାନ, ଗାନ୍ଧୀ ପରିବାର ପାଖରେ କରୁନି ଚାକିରି

ନୂଆଦିଲ୍ଲୀ,୫।୫: ଆମେଠିରୁ କଂଗ୍ରେସ କିଶୋରୀ ଲାଲ ଶର୍ମାଙ୍କୁ ଟିକେଟ୍‌ ଦେଇଛି। ତେବେ ଟିକେଟ୍‌ ମିଳିବା ପରେ ସେ ଏକ ବିସ୍ପୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି,...

ଆମେଠିରୁ ଟିକେଟ୍‌ ନ ମିଳିବାରୁ ଏମିତି ପୋଷ୍ଟ କଲେ ରର୍ବଟ ଭଦ୍ରା, କହିଲେ ରାଜନୀତିର କୌଣସି ଶକ୍ତି…

ନୂଆଦିଲ୍ଲୀ,୫।୫: କଂଗ୍ରେସ ଆମେଠି ଓ ରାଏବରେଲିରୁ ପ୍ରାର୍ଥୀ ଘୋଷଣା କରିଛି। ରାହୁଲ ଗାନ୍ଧୀ ରାଏବରେଲିରୁ ନାମାଙ୍କନ ଦାଖଲ କରିଥିବାବେଳେ କେ.ଏଲ ଶର୍ମା ଆମେଠି ଲୋକ ସଭା...

ହଳଦୀ ଏବଂ ଲଙ୍କାଗୁଣ୍ଡରେ ମିଶୁଛି ପୋଷାକ ରଙ୍ଗ

ନୂଆଦିଲ୍ଲୀ,୫।୫: ବଜାରରେ ଏବେ ପ୍ରାୟ ସବୁ କିଛି ଭେଜାଲ। ମସଲା ହେଉ କିମ୍ବା ଅନ୍ୟ କୌଣସି ଖାଦ୍ୟପଦାର୍ଥ ସବୁ ଥିରେ ମାତ୍ରାଧିକ କେମିକାଲ। ଏସବୁ ଖାଇବା...

ବଲିଉଡ୍‌ ପ୍ରଭାବରେ ଦେଶର ନିର୍ବାଚନ

ନୂଆଦିଲ୍ଲୀ,୫ା୫: ଭାରତୀୟ ହିନ୍ଦୀ ସିନେମା ଶିଳ୍ପ ନିକଟ ଅତୀତରେ ଅନେକ ଚଳଚ୍ଚିତ୍ର ନିର୍ମାଣ କରିଛି, ଯେଉଁଥିରେ ନିର୍ବାଚନକୁ ପ୍ରଭାବିତ କଲା ଭଳି ଜାତୀୟତାବାଦ, ଇସ୍‌ଲାମ ବିରୋଧୀ...

ସ୍ତ୍ରୀଙ୍କ ସହ ଅପ୍ରାକୃତ ଯୌନ ସମ୍ପର୍କ ବଳାତ୍କାର ନୁହେଁ: ହାଇକୋର୍ଟ

ନୂଆଦିଲ୍ଲୀ,୫ା୫: ସ୍ତ୍ରୀଙ୍କ ସହ ଅପ୍ରାକୃତ ଯୌନ ସମ୍ପର୍କକୁ ବଳାତ୍କାର କୁହାଯାଇପାରିବ ନାହିଁ ବୋଲି ମଧ୍ୟପ୍ରଦେଶ ହାଇକୋର୍ଟ ଏକ ରାୟରେ କହିଛନ୍ତି। ଏପରିକି ସ୍ତ୍ରୀଙ୍କର ସହମତି ନ...

ଆଜି ଆସିବେ ମୋଦି, ନଡ୍ଡା

ଭୁବନେଶ୍ୱର, ୫।୫(ସୁନିତ୍‌ ମିଶ୍ର)ନିର୍ବାଚନ ପ୍ରଚାର ପାଇଁ ଭାଜପା କେନ୍ଦ୍ରୀୟ ନେତାମାନଙ୍କ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି। ନିକଟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା...

ଏପଟେ ଧମକ, ସେପଟେ ଆକ୍ରମଣ

ପାଲାମ୍‌/ଭୁବନେଶ୍ୱର/ପୁଞ୍ଚ,୫ା୫ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାରେ ଶନିବାର ସନ୍ଧ୍ୟାରେ ଆତଙ୍କବାଦୀମାନେ ବଡ଼ଧରଣର ଆକ୍ରମଣ କରିଛନ୍ତି। ଏଥିରେ ଭାରତୀୟ ବାୟୁସେନା (ଆଇଏଏଫ୍‌)ର ଜଣେ ଯବାନ ଶହୀଦ ଓ ୪ ଆହତ...

ଯୋଗକୁ ଆପଣାଇଲା ପାକିସ୍ତାନ

ଇସ୍‌ଲାମାବାଦ,୫ା୫ପ୍ରାଚୀନ ଭାରତୀୟ ଶାରୀରିକ, ମାନସିକ ତଥା ଆଧ୍ୟାତ୍ମିକ ଅଭ୍ୟାସ ‘ଯୋଗ’ ବିଶ୍ୱର ଅଧିକାଂଶ ଦେଶରେ ଆଦୃତ ହୋଇଥିବାବେଳେ ଏବେ ପଡ଼ୋଶୀ ଦେଶ ପାକିସ୍ତାନରେ ଏହା ଆନୁଷ୍ଠାନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri