ଆହୁରି ୩ରୁ ୪ ଦିନ ଥରିବ ଓଡ଼ିଶା

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ଶୀତରେ ଥରୁଛି ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତର ସବୁଠି ଥରାଉଛି କୋହଲା ପବନ। ଦିନ ତମାମ କୋହଲା ପବନ ବହୁଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଉତ୍ତର-ପଶ୍ଚିମ ତଥା ଉତ୍ତର ଦିଗରୁ ପ୍ରବାହିତ ଶୁଷ୍କ ଥଣ୍ଡା ବାୟୁ ଫଳରେ ରାଜ୍ୟରେ ପାରଦ ଖସୁଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ଆଗାମୀ ୩-୪ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।

ଆଉ ଏହି ସମୟରେ ରାଜ୍ୟରେ ତାପମାତ୍ରା ସାଧାରଣ ଠାରୁ ୨ରୁ ୩ ଡିଗ୍ରୀ କମ୍‌ ରହିବ। ରବିବାର ରାଜ୍ୟର ୯ଟି ସହରରେ ତାପମାତ୍ରା ୧୨ଡିଗ୍ରୀ ତଳେ ରହିଛି। ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବେ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ୮.୫ଡିଗ୍ରୀ ସେଲ୍‌ସିୟସ ରହିଛି। ଏହା ପରେ ବଲାଙ୍ଗୀର ୯, କୋରାପୁଟ ୯.୫, ଫୁଲବାଣୀ ୯.୫, ସୁନ୍ଦରଗଡ଼ ୧୦, ସୋନପୁର ୧୦.୮, ଟିଟିଲାଗଡ଼ ୧୦.୮, ଝାରସୁଗୁଡ଼ା ୧୧.୨, ଭବାନୀପାଟଣା ୧୧.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର: ପୁରୁଷବନ୍ଧୁ ସାଥିରେ ଆଣି…

ଭୁବନେଶ୍ୱର,୨୧।୧୨(ତ୍ରିନାଥ ମହାନ୍ତି): ଧଉଳିରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଶହୀଦନଗର ଥାନା ଅଞ୍ଚଳରେ ଆଉ ଜଣେ ୧୭ ବର୍ଷର ନାବାଳିକା...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri