ଓଡିଶାରେ ପଶିଲା ଓମିକ୍ରନ: ୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ପଡୋଶୀ ରାଜ୍ୟଗୁଡିକ ପରେ ଏବେ ଓଡିଶାରେ ଓମିକ୍ରନ ଭ୍ୟାରିଆଣ୍ଟ ଚିହ୍ନଟ ହୋଇଛି । ରାଜ୍ୟରେ ମଙ୍ଗଳବାର ୨ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦୁଇ ଜଣଙ୍କ ମଧ୍ୟରୁ ଜଣେ ଜଗତ୍‌ସିଂହପୁରର ହୋଇଥିବା ବେଳେ ଆଉ ଜଣେ ଆକ୍ରାନ୍ତ ଖୋର୍ଦ୍ଧା ଜିଲାର ବୋଲି ଜଣାପଡିଛି। ଏ ନେଇ ଆଇଏଲ୍‌ଏସ୍‌ ପକ୍ଷରୁ ସୂଚନା ମିଳିଛି। ଏଥିସହ ୯ ଜଣଙ୍କ ସାମ୍ପୁଲ ଜିନମ ସିକ୍ୟୁଏନ୍ସିଂ ପାଇଁ ପଠାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri