Posted inଜାତୀୟ

ଟିକାକରଣ ସାର୍ଟିଫିକେଟରୁ ପ୍ରଧାନମନ୍ତ୍ରୀଙ୍କ ଫଟୋ ହଟାଇବା ପାଇଁ ଆବେଦନ କରିବାରୁ ଏକ ଲକ୍ଷ ଜରିମାନା

ଥିରୁଭାନନ୍ଥପୁରମ,୨୧।୧୨: କୋଭିଡ୍‌-୧୯ ଟିକାକରଣ ପ୍ରମାଣପତ୍ରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ହଟାଇବା ପାଇଁ କରାଯାଇଥିବା ଆବେଦନକୁ ଖାରଜ କରି ଦେଇଛନ୍ତି କେରଳ ହାଇକୋର୍ଟ। ରାଜନୈତିକ ଉଦ୍ଦେଶ୍ୟ ରଖି ଏହି ଆବେଦନ କରାଯାଇଥିବା କହିବା ସହ କୋର୍ଟ ଆବେଦନକାରୀଙ୍କ ଉପରେ ୧ ଲକ୍ଷ ଟଙ୍କାର ଜରିମାନା ଲଗାଇଛନ୍ତି।

“ପ୍ରଧାନମନ୍ତ୍ରୀଙ୍କୁ କେହି କଂଗ୍ରେସ କିମ୍ବା ଭାଜପା କିମ୍ବା ଅନ୍ୟ କୌଣସି ରାଜନୈତିକ ଦଳର ପ୍ରଧାନମନ୍ତ୍ରୀ କହିପାରିବେ ନାହିଁ। ସମ୍ବିଧାନ ଅନୁଯାୟୀ ଜଣେ ପ୍ରଧାନମନ୍ତ୍ରୀ ନିର୍ବାଚିତ ହେବା ପରେ ସେ ପୂରା ଦେଶର ପ୍ରଧାନମନ୍ତ୍ରୀ। ଆଉ ଏହି ପଦ ପ୍ରତ୍ୟେକ ନାଗରିକଙ୍କ ପାଇଁ ଗର୍ବ ହେବା ଉଚିତ। ସେମାନେ ସରକାରଙ୍କ ନୀତି ଏବଂ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣ ସହ ଏକ ମତ ନ ହୋଇପାରନ୍ତି। କିନ୍ତୁ ଟିକାକରଣ ପ୍ରମାଣପତ୍ରରେ ପ୍ରଧାନମନ୍ତ୍ରୀଙ୍କ ଫଟୋ ଥିବାରୁ ନାଗରିକଙ୍କୁ ଲଜ୍ଜିତ ହେବାର ଆବଶ୍ୟକତା ନାହିଁ” ବୋଲି ଜଷ୍ଟିସ ପି ଭି କୁନହିକ୍ରିଷ୍ଣନ କହିଛନ୍ତି।

ଆବେଦନକାରୀଙ୍କୁ ଆଗାମୀ ୬ ସପ୍ତାହ ମଧ୍ୟରେ କେରଳ ରାଜ୍ୟ ଆଇନ ସେବା ପ୍ରାଧିକରଣ (କେଲସା) ନିକଟରେ ଜରିମାନା ରାଶି ୧ ଲକ୍ଷ ଟଙ୍କା ଜମା କରିବାକୁ ପଡ଼ିବ। ଯଦି ଆବେଦନକାରୀ ସମୟରେ ଜରିମାନା ରାଶି ଜମା କରିବାରେ ବିଫଳ ହୁଅନ୍ତି, ତେବେ ତାଙ୍କର ସମ୍ପତ୍ତି ବିକ୍ରି କରି ଏହି ରାଶି ଆଦାୟ କରାଯିବ ବୋଲି କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri